Tag Archives: maa Durga

ପୂଜାରେ ଭଲ ରହିବ ପାଗ, ବୁଲାବୁଲିର ମଜା ନେଇପାରିବେ ଶ୍ରଦ୍ଧାଳୁ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଆସନ୍ତା ୭ଦିନ ପର୍ଯ୍ୟନ୍ତ ଦିନ ଓ ରାତି ତାପମାତ୍ରାରେ ସେଭଳି କିଛି ବିଶେଷ ପରିବର୍ତ୍ତନ ନାହିଁ। ତେଣୁ ଦଶହରାରେ ପାଗ ପ୍ରାୟତଃ ଭଲ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସ୍ପଷ୍ଟ କରିଛି। ଅନ୍ୟପକ୍ଷରେ…

ପ୍ରସିଦ୍ଧ ଶକ୍ତିପୀଠ ମା’ ବୀରସିଂହିରେ ଶାରଦୀୟ ପୂଜା

ଛତ୍ରପୁର,୧୭ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ବିପୁଲିଙ୍ଗୀ ଗ୍ରାମସ୍ଥିତ ପ୍ରସିଦ୍ଧ ଶକ୍ତି ପୀଠ ମା’ ବିରସିଂହିଠାରେ ୩ ଦିନ ବ୍ୟାପୀ ଶାରଦୀୟ ପୂଜା ଉତ୍ସବ ଅନୁଷ୍ଠିତ ହେଉଛି। ପୂଜକ ପଣ୍ଡିତ ଶ୍ରୀ ନରସିଂହ ଦାଶ ଶର୍ମାଙ୍କ ଦ୍ୱାରା…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା ଆରମ୍ଭ ହୋଇଯାଇଛି। ଏହି ଅବସରରେ ଶନିବାର ପୂଜା କମିଟି ପକ୍ଷରୁ କଳସ ଯାତ୍ରା…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ ଦେବତା ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପରେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ପରେ…

ବଲାଙ୍ଗୀରରେ ମା’ଙ୍କୁ ମେଲାଣି

ବଲାଙ୍ଗୀର,୫ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରିଜର୍ଭ ପୋଲିସ ମନୋହରପୁରରେ ଦୁର୍ଗାପୂଜା ପାଳିତ ହୋଇଯାଇଛି। ପୂଜାର ଅନ୍ତିମ ଦିବସରେ ମା’ଙ୍କ ଘଟ ବିସର୍ଜନ କରାଯାଇଥିଲା। ପୋଲିସ ପକ୍ଷରୁ ରବିବାର ଧୂମ୍‌ଧାମରେ ମା’ଙ୍କ ଭସାଣି ଶୋଭାଯାତ୍ରା ସହର ପରିକ୍ରମା କରାଯାଇଥିଲା। ଦୁର୍ଗାପୂଜା କମିଟିର ସଭାପତି…

ଆଜି ମା’ ଜଗତଜନନୀଙ୍କ ମହାଷ୍ଟମୀ ପୂଜା: ଗାଁଠୁ ସହର ଚଳଚଞ୍ଚଳ

ଭୁବନେଶ୍ୱର,୩୦।୯: ଦଶହରା ପାଇଁ ଗାଁଠୁ ସହର ସବୁଠି ଉତ୍ସବ ମୁଖର। ରଙ୍ଗୀନ ଆଲୋକମାଲାରେ ଝଲସୁଛି ପୀଠ ଓ ମଣ୍ଡପ। ସୋମବାର ମା’ଙ୍କ ସପ୍ତମୀ ପୂଜା ହୋଇଥିବା ବେଳେ ମଙ୍ଗଳବାର ମହାଷ୍ଟମୀରେ ମା’ଙ୍କ ନୀତିପୂଜା ଆରମ୍ଭ ହୋଇଛି। ଚାଲିଛି ହୋମଯଜ୍ଞ ସହ ସ୍ବତନ୍ତ୍ର…

ଆଜି ମା’ଙ୍କ ସପ୍ତମୀ ପୂଜା, ଚଳଚଞ୍ଚଳ ପୂଜାପୀଠ

ଜି.ଉଦୟଗିରି,୨୯ା୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ସର୍ବପୁରାତନ ଦୁର୍ଗାପୂଜା ମଣ୍ଡପରେ ସୋମବାର ଦିନ ମା’ଙ୍କ ମହାସପ୍ତମୀ ପୂଜା ଆରମ୍ଭ ହୋଇଛି। ରବିବାର ରାତିରେ ମହାଆଡ଼ମ୍ବରରେ ଅଞ୍ଚଳର ପ୍ରତିଷ୍ଠିତ ଦେବୀ ମା’ ବାରଳଦେବୀଙ୍କ ମନ୍ଦିରରୁ ଘଟକୁ ଆମନ୍ତ୍ରଣ କରି ନିଆଯାଇଥିଲା। ତା’ପରେ ବିଲ୍ବବରଣ…

ଚଳଚଞ୍ଚଳ ଜି.ଉଦୟଗିରି: ପୂଜାମଣ୍ଡପରେ ନିର୍ମାଣ ଚାଲିଛି ମେଢ଼, ମା’ଙ୍କ ଆଗମନକୁ ଅପେକ୍ଷା

ଜି.ଉଦୟଗିରି,୨୫ା୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ସହରର ସର୍ବ ପୁରାତନ ପୂଜା ମଣ୍ଡପରେ ଦଶହରା ପାଇଁ ଜୋର୍‌ଦାର୍‌ ପ୍ରସ୍ତୁତି ଚାଲିଛ। ୭୦ ବର୍ଷରୁ ଊଦ୍ଧର୍‌ବ ହେବ ଏହି ପୂଜା ମଣ୍ଡପରେ ଦୁର୍ଗାପୂଜା ହୋଇଆସୁଛି । ଏଇ ଦୁର୍ଗା ମଣ୍ଡପରେ ଅଞ୍ଚଳର ପ୍ରତିଷ୍ଠିତ…

ଶାରଦୀୟ ନବରାତ୍ରି 2025: ନବରାତ୍ରିର ପ୍ରଥମ ରାତିରେ କରନ୍ତୁ ଏହି କାମ, ଧନଧାନ୍ୟରେ ଭରିଦେବେ ମା’ ଦୁର୍ଗା

ଆଜିଠାରୁ ଶାରଦୀୟ ନବରାତ୍ରିର ପବିତ୍ର ନଅ ଦିନ ଆରମ୍ଭ ହୋଇଛି, ଯାହା ମା’ ଦୁର୍ଗାଙ୍କ ପୂଜା ଓ ଆରାଧନା ପାଇଁ ଉତ୍ସର୍ଗୀକୃତ। ଏହି ଅବସରରେ ଦେବୀ ଦୁର୍ଗାଙ୍କୁ ପୂଜା କରିବା ଦ୍ୱାରା ମନରେ ଶାନ୍ତି, ନକାରାତ୍ମକ ଶକ୍ତିରୁ ମୁକ୍ତି ଓ ମନସ୍କାମନା…

ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା, ହୋଇପାରୁନି ବିସର୍ଜନ

ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଦଶହରା ପରେ ବି ହୋଇନାହାଁନ୍ତି ବିସର୍ଜିତ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଯାଜପୁର ଟାଉନ ଥାନା ରାମ୍ବାଗ ଗାଁରେ। ସୂଚନାନୁସାରେ, ଗ୍ରାମବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?