ପୁରୁଷୋତ୍ତମପୁର ଚଳଚଞ୍ଚଳ: ଚାନ୍ଦି ଗହଣାରେ ସଜେଇ ହେଇ ପୂଜା ପାଉଛନ୍ତି ମା’ ଧନଦାତ୍ରୀ ପୁରୁଷୋତ୍ତମପୁର,୧୬ା୧୦(ସୀମାଞ୍ଚଳ ମିଶ୍ର): ପବିତ୍ର କୁମାର ପୂର୍ଣ୍ଣିମା ଓ ମା’ ଧନଦାତ୍ରୀ ତଥା ଗଜଲକ୍ଷ୍ମୀଙ୍କ ପୂଜା ଲାଗି ଗଞ୍ଜାମ ଜିଲା ଭାଇଚାରାର ସହର ପୁରୁଷୋତ୍ତମପୁର ଚଳଚଞ୍ଚଳ ହୋଇଉଠିଥିବାବେଳେ ପଣ୍ଡିତ ବ୍ରାହ୍ମଣଙ୍କ ମନ୍ତ୍ର ଧ୍ବନିରେ ସମ୍ପୂର୍ଣ୍ଣ ଆଧାତ୍ମିକ ପରିବେଶ ସୃଷ୍ଟି ହୋଇଛି। ମା’ ଗଜଲକ୍ଷ୍ମୀଙ୍କ…