ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି। ମା’ଙ୍କ ଦର୍ଶନ ପାଇଁ ଉଭାସ୍ଥଳକୁ ଭକ୍ତଙ୍କ ସୁଅ ଛୁଟିବାରେ ଲାଗିଛି। ଭକ୍ତମାନେ ଆଣି…