ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼
ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ ଉଠିଛି। ମା’ଙ୍କ ଦର୍ଶନ ପାଇଁ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। କେତେଜଣ ଭକ୍ତ…

