ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ ସୁରକ୍ଷା କମିଟି ପକ୍ଷରୁ ପାଟଣେଶ୍ୱରୀ ମହୋତ୍ସବ ଆୟୋଜିତ କରାଯାଇଥିଲା । ବୁଧବାର ଶେଷ…