୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି… ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ସ୍ବତନ୍ତ୍ର ପୂଜା ସହିତ ମା’ ଭୋଗ ଗ୍ରହଣ…