ଆଜି ମା’ ବିଦ୍ୟାଦାତ୍ରୀଙ୍କ ପୂଜା ଭୁବନେଶ୍ୱର,୨୩ା୧: ଆଜି ଅର୍ଥାତ୍ ସୋମବାର ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ କରାଯାଉଛି। ସମସ୍ତ ଶିକ୍ଷାନୁଷ୍ଠାନରେ ଛାତ୍ରୀଛାତ୍ର ଏକାଠି ହୋଇ ମା’ଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ସରସ୍ବତୀ ଦିବ୍ୟଭାବର ପ୍ରତୀକ। ମା’ ସରସ୍ବତୀ ହେଉଛନ୍ତି କଣ୍ଠଚକ୍ର ବାଣୀ…