ମା’ ସୁରେଶ୍ୱରୀଙ୍କ ଘାଟଯାତ୍ରା: ମାନସିକ ପୂରଣ ପରେ କୁକୁଡ଼ା-ବୋଦା ବଳି ଦେଲେ ଭକ୍ତ ରିଷିଡ଼ା,୨୬ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ପୋରକେଲା ପଞ୍ଚାୟତ କୁନ୍ଦେଇପାଲିସ୍ଥିତ ତେଲନଦୀ ଛତିଘାଟ କୂଳରେ ମା’ ସୁରେଶ୍ୱରୀ ମନଖାଇଙ୍କ ଐତିହାସିକ ଘାଟ ଯାତ୍ରା ଓ ଡଙ୍ଗା ପୂଜା ଅନୁଷ୍ଠିତ ହୋଇଯାଇଛି। ଆଞ୍ଚଳିକ କୈବର୍ତ୍ତ ସଂଘ ସଭାପତି ହୁଦାନନ୍ଦ ମଲ୍ଲିକ, ମୁଖ୍ୟ…