ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ ମା’ ସୁରେଶ୍ଵରୀଙ୍କ ଘାଟ ଯାତ୍ରା ଓ ବନ୍ଧୁମିଳନ ରବିବାର ଅନୁଷ୍ଠିତ ହୋଇଥିଲା। ଆଞ୍ଚଳିକ...