ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି
ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି ଷୋଡ଼ଶ ଉପଚାର ପର୍ବ। ୧୬ ଦିନ ବ୍ୟାପୀ ପାଳିତ ହେଉଥିବା ଏହି ପାରମ୍ପରିକ…

