ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ
ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୀଠର ସ୍ବଚ୍ଛତା ଓ ପରିଚ୍ଛନ୍ନତାକୁ ପ୍ରଶାସନ ପକ୍ଷରୁ ବିଶେଷ ଗୁରୁତ୍ୱ ଦିଆଯାଇଛି। ଜିଲା…
ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର
ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚିଥିଲେ ସିନେମାର ଏକ୍ଜିକ୍ୟୁଟିଭ୍ ପ୍ରଡ୍ୟୁସର ସୁପସା ଦତ୍ତଙ୍କ ସମେତ ନିର୍ଦ୍ଦେଶକ, ପ୍ରଯୋଜକ…
ତାରାତାରିଣୀରୁ ଉଡ଼ିଲା ପବନହଂସ, ଆକାଶମାର୍ଗରୁ ମଜା ନେବେ ପର୍ଯ୍ୟଟକ
ପୁରୁଷୋତ୍ତମପୁର,୨୩ା୨(ସବିତା ମିଶ୍ର): ରାଜ୍ୟ ସରକାର ଗଞ୍ଜାମ ଜିଲାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶ ଆଣିବା ସହ ପର୍ଯ୍ୟଟକଙ୍କ ସୁବିଧା ଲାଗି ହେଲିଟ୍ୟାକ୍ସି ସେବା ଯୋଜନା ହାତକୁ ନେଇଛନ୍ତି। ଏନ୍ଜୟ ରାଇଡ୍ ନାମରେ ଆରମ୍ଭ ହୋଇଥିବା ଏହି ହେଲି ଟ୍ୟାକ୍ସି ସେବା। ଏହା ରଙ୍ଗେଇଲୁଣ୍ଡା…
ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…
ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍ ସମୟରୁ ଏଠାରେ ଭକ୍ତଙ୍କ ଭିଡ଼ ଲାଗିରହିଛି। ଏହି ଅବସରରେ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତିଭାସନ ମା’ଙ୍କ…
ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…
କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର ସ୍ଥାପନ ମଧ୍ୟ କରିଛନ୍ତି। ଏହି ଉତ୍ସବରେ ଯୋଗ ଦେଇଥିବା ଚମ୍ପୁଆ ବିଜେଡି ବିଧାୟକ ସନାତନ…
ନବୀନ ପଟ୍ଟନାୟକଙ୍କ ଆରୋଗ୍ୟ କାମନା କରି ମା’ ତାରାତାରିଣୀଙ୍କ ପୀଠରେ ପୂଜାର୍ଚ୍ଚନା
ପୁରୁଷୋତ୍ତମପୁର,୨୨ା୬(ସୀମାଞ୍ଚଳ ମିଶ୍ର): ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆରୋଗ୍ୟ କାମନା କରି ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀ ପୁରୁଷୋତ୍ତମପୁର ବିଜେଡି ପକ୍ଷରୁ ରବିବାର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ତାରାତାରିଣୀଙ୍କ ନିକଟରେ ସାମୁହିକ ଦୀପଦାନ କରିଛନ୍ତି। ନବୀନ ପଟ୍ଟନାୟକ ତାଙ୍କ ଅସ୍ତ୍ରୋପଚାର ଚିକିତ୍ସା ଲାଗି…
ମା’ ତାରାତାରିଣୀ ପୀଠର ବିକାଶ ପାଇଁ ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଞ୍ଜାମ ଜିଲା ଗସ୍ତରେ ଯାଇ ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହିତ ପ୍ରସିଦ୍ଧ ତାରାତାରିଣୀ ପୀଠରେ ମା’ ତାରାତାରିଣୀଙ୍କୁ ଦର୍ଶନ କରିବା ସହିତ…

