ବେଙ୍ଗାଲୁରୁ,୫।୩:କନ୍ନଡ ଅଭିନେତ୍ରୀ ରାନ୍ୟା ରାଓଙ୍କୁ ବେଙ୍ଗାଲୁରୁର କେମ୍ପେଗୌଡା ଅନ୍ତର୍ଜାତୀୟ ବିମାନବନ୍ଦରରୁ ଗିରଫ କରାଯାଇଛି। ସୁନା ଚୋରା ଚାଲାଣ ଅଭିଯୋଗରେ ବିମାନବନ୍ଦରରେ ଅଭିନେତ୍ରୀଙ୍କୁ ଧରାଯାଇଥିଲା। ତଲାସି ସମୟରେ ତାଙ୍କଠାରୁ…