ଏବେ ବି ରାଜସ୍ବ ମାନଚିତ୍ରରେ ନାହିଁ ମାଛକୁଣ୍ଡ ନଦୀ ନନ୍ଦପୁର,୪ା୪(ତୁଷାରକାନ୍ତ ମହାନ୍ତି): ୨୦୨୪ ଏପ୍ରିଲ ୪ରେ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍ ପାନ୍ଥଲୁଙ୍ଗ ପଞ୍ଚାୟତ ଦେଇ ପ୍ରବାହିତ ମାଛକୁଣ୍ଡ ନଦୀର ଶୋଭାପୁଟ ଓ ସୁଡୁବ ଘାଟ ଜାତୀୟ ହରିତ ଅଧିକରଣ(ଗ୍ରୀନ ଟ୍ରିବୁନାଲ) ଟିମ୍ ଦୁଇ ଆନ୍ଧ୍ର-ଓଡ଼ିଶାର ରାଜସ୍ବ ଅଧିକାରୀଙ୍କ ସହ...