ମାଛକୁଣ୍ଡ ଜଳବିଦ୍ୟୁତ୍ କେନ୍ଦ୍ରରେ ଲାଗିଲା ନିଆଁ, ଲିଭାଇବାକୁ ଯାଇ ଯନ୍ତ୍ରୀ… ନନ୍ଦପୁର/ଲମତରପୁଟ,୨୩ା୫(ତୁଷାରକାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକରେ ଥିବା ମାଛକୁଣ୍ଡ ଜଳ ବିଦ୍ୟୁତ୍ କେନ୍ଦ୍ରରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ବୈଦ୍ୟୁତିକ ଉପକରଣ ନଷ୍ଟ ହୋଇଯାଇଛି। ସୂଚନାନୁଯାୟୀ, ହାଇ ଭୋଲଟେଜ୍ ଯୋଗୁ ପ୍ଲାଣ୍ଟରେ ଥିବା…