ଏହି ଗାଁରେ ବ୍ୟାନ ହେଲା ‘ଲଭ ମ୍ୟାରେଜ’, ନିୟମ ନ ମାନିଲେ ଦମ୍ପତ୍ତିଙ୍କ ସହ ପରିବାର ସଦସ୍ୟଙ୍କୁ ମିଳିବ ଏମିତି ଦଣ୍ଡ ରତଲାମ,୨୭।୧: ମଧ୍ୟପ୍ରଦେଶର ରତଲାମ ଜିଲାର ପଞ୍ଚେଭା ଗାଁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଗାଁ ଲୋକେ ଏକ ‘ତୁଗଲକି ନିୟମ’ ଜାରି କରିଛନ୍ତି ଯାହା ଦ୍ୱାରା କେବଳ ସେମାନଙ୍କ ଇଚ୍ଛା ବିରୁଦ୍ଧରେ ବିବାହ କରୁଥିବା ପୁଅ ଏବଂ ଝିଅଙ୍କୁ ନୁହେଁ,…