ଆଇନଜୀବୀ ଦିବସ, ମଧୁବାବୁଙ୍କ ଜୟନ୍ତୀ ପାଳିତ ଦିଗପହଣ୍ଡି,୨୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ସୋମବାର ଆଇନଜୀବୀ ଦିବସ ଓ ମଧୁବାବୁ ଜୟନ୍ତୀ ପାଳିତ ହୋଇଯାଇଛି। ଓକିଲ ସଂଘ କାର୍ଯ୍ୟାଳୟ ପରିସରରେ ସଂଘ ସଭାପତି ହୃଦୟ ରଞ୍ଜନ ମେକାପଙ୍କ ସଂଯୋଜନାରେ ଆୟୋଜିତ...