ଲାଞ୍ଜିଗଡ଼ରେ ମଧୁବାବୁ ପେନ୍ସନ୍ ଯୋଜନା: ୪ଟି ପଞ୍ଚାୟତର ୧୬୯ ନୂତନ ହିତାଧିକାରୀଙ୍କୁ ମିଳିଲା ଦୁଇ ମାସର ଭତ୍ତା
ଲାଞ୍ଜିଗଡ଼,୧୩/୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ସଭାଗୃହ ପରିସରରେ ଶୁକ୍ରବାର ଦିନ ଏକୀକୃତ ପେନ୍ସନ୍ ପରିଚାଳନା (UPMP) ପୋର୍ଟାଲ ଜରିଆରେ ବ୍ଲକସ୍ତରୀୟ ମଧୁବାବୁ ପେନ୍ସନ୍ ଯୋଜନାର ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଲାଞ୍ଜିଗଡ଼ ବିଡ଼ିଓ…

