ସାମ୍ବାଦିକା ମଧୁମିତାଙ୍କ ମୃତ୍ୟୁ ମାମଲା: ଲ୍ୟାବ୍କୁ ପଠାଯିବ ମୋବାଇଲ, ତଥ୍ୟ ନେଲେ ବାୟୁସେନା ଅଧିକାରୀ ଭୁବନେଶ୍ୱର,୨୭ା୭: ଭୁବନେଶ୍ବରରେ ମହିଳା ସାମ୍ବାଦିକା ମଧୁମିତାଙ୍କ ଆତ୍ମହତ୍ୟା ଘଟଣାର ଖୋଳତାଡ଼ ଆରମ୍ଭ ହୋଇଛି। ବାୟୁସେନା ଅଧିକାରୀ ଏ ସମ୍ପର୍କିତ ତଥ୍ୟ ସଂଗ୍ରହ କରିଛନ୍ତି। ମଧୁମିତାଙ୍କ ସ୍ବାମୀ ତଥା ଗିରଫ ଅଭିଯୁକ୍ତ ଶ୍ରୀଧର ଜେନା ବାୟୁସେନାରେ ଚାକିରି କରିଥିବାରୁ କମିଶନରେଟ୍ ପୋଲିସ...