‘EKTA’ର ଶୁଭାରମ୍ଭ କଲେ ମାଧୁରୀ ଦୀକ୍ଷିତ ଭୁବନେଶ୍ୱର,୭ା୮: ଜାତୀୟ ହସ୍ତତନ୍ତ ଦିବସରେ ଓଡ଼ିଶାରେ ଆୟୋଜିତ ହୋଇଛି ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଏହି ପରିପ୍ରେକ୍ଷୀରେ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି ବଲିଉଡ୍ର ଧକ୍ଧକ୍ ଗର୍ଲ ମାଧୁରୀ ଦୀକ୍ଷିତ। ଗୁରୁବାର ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ବତନ୍ତ୍ର ଅତିଥି ଭାବେ ମାଧୁରୀ ଯୋଗ ଦେଇ…