ନୂଆଦିଲ୍ଲୀ,୫ା୧୧: ଆହ୍ଲାବାଦ ହାଇକୋର୍ଟଙ୍କ ଆଦେଶକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି ଯେଉଁଥିରେ ଏହା (ହାଇକୋର୍ଟ) ଉତ୍ତରପ୍ରଦେଶ ମଦ୍ରାସା ଶିକ୍ଷା ବୋର୍ଡ ଅଧିନିୟମକୁ ଖାରଜ କରିଥିଲେ ଏବଂ ଅନ୍ୟ ବିଦ୍ୟାଳୟରେ…