ପାକିସ୍ତାନୀ ବେଟିଂ ଆପ୍ ପ୍ରମୋସନ କରୁଛନ୍ତି ଭାରତୀୟ ସେଲିବ୍ରେଟି ନୂଆଦିଲ୍ଲୀ,୧୮ା୧୨: ଭାରତରେ ଚାଲିଛି ପାକିସ୍ତାନୀ ବେଟିଂ ଆପ୍ ମାଲିକଙ୍କ ରାଜୁତି। ଟଙ୍କା ଦେଇ ଭାରତୀୟ ସେଲିବ୍ରେଟିଙ୍କୁ ବନାଇଛନ୍ତି ମୋହରା। ସାମାଜିକ ଗଣାମଧ୍ୟରେ ଚାଲିଛି ଜୋରଦାର ପ୍ରଚାର। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦ୍ୱାରା କରାଯାଇଥିବା ଏକ ତଦନ୍ତରୁ ଏହି ଖୁଲାସା ହୋଇଛି। ସୂତ୍ରରୁ...