ମହାଭାରତର ବେଳେ ଯେଉଁ ଗ୍ରହ ଚଳନ ହୋଇଥିଲା, ଏବେ ସେହି ଚଳନ, ଜ୍ୟୋତିଷ କହିଲେ ହେବ ମହାଯୁଦ୍ଧ ନୂଆଦିଲ୍ଲୀ,୮।୫: ଭାରତରେ ହେବାକୁ ଯାଉଛି ବଡ଼ ଯୁଦ୍ଧ। ଏନେଇ ୧୦ମାସ ପୂର୍ବରୁ ହୋଇଛି ଭବିଷ୍ୟବାଣୀ। ଜଣେ ବିଶିଷ୍ଟ ଜ୍ୟୋତିଷ ଗତ ୧୦ ମାସ ପୂର୍ବେ ଭବିଷ୍ୟବାଣୀ କରିଥିଲେ ଯେ ୨୦୨୫ ମେ ମାସରେ ଏକ ବିରଳ ଗ୍ରହସ୍ଥିତି ଘଟିବ, ଯାହା...