ଉଠିଲା ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ, ଦିବ୍ୟ ଦର୍ଶନ କଲେ ଶ୍ରଦ୍ଧାଳୁ ଭୁବନେଶ୍ୱର,୨୬ା୨: ଆଜି ପବିତ୍ର ମହାଶିବରାତ୍ରି। ଏହି ଅବସରରେ ଶ୍ରଦ୍ଧାଳୁମାନେ ପ୍ରଭୁ ଲିଙ୍ଗରାଜଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ଶ୍ରଦ୍ଧାଳୁଙ୍କ ଅପେକ୍ଷାର ଅନ୍ତ ଘଟିଛି। ଶେଷରେ ଉଠିଛି ମହାଦୀପ। ରାତି ୧୦ଟାରେ ଲିଙ୍ଗରାଜ ମହାପ୍ରଭୁଙ୍କ ମହାଦୀପ ଉଠିବ ବୋଲି ସମୟ ନିର୍ଦ୍ଧାରିତ ହୋଇଥିଲେ ହେଁ...