ମାଘ ପୂର୍ଣ୍ଣିମାରେ ଶହ ଶହ ଭକ୍ତଙ୍କ ସମାଗମ ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡପଦା ଗ୍ରାମ ସ୍ଥିତ ଶ୍ରୀ ଉଦୟନାଥେଶ୍ୱର ଶୈବ ପୀଠରେ ଚାଲିଥିବା ପଞ୍ଚକୁଣ୍ଡିୟ ଶ୍ରୀରାମ ତାରକ ବିଶ୍ୱଶାନ୍ତି ମହାଯଜ୍ଞ ରବିବାର ପବିତ୍ର ମାଘ ପୂର୍ଣ୍ଣିମା ତିଥିରେ ପୂର୍ଣ୍ଣାହୁତି ହୋଇଯାଇଛି ।…