ମହାକାଳପଡ଼ା କଲେଜରେ ସରିଲା ହ୍ବାଏ ଆଇ ଷ୍ଟାଣ୍ଡ୍ ଫର୍ ମିଟିଂ, କାଲି ପିଲା ବାଛିବେ ମନ ପସନ୍ଦର ପ୍ରାର୍ଥୀ
ମହାକାଳପଡ଼ା,୧୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ବୁଧବାର ହ୍ବାଏ ଆଇ ଷ୍ଟାଣ୍ଡ୍ ଫର୍ ମିଟିଂରେ ପ୍ରାର୍ଥୀମାନେ ଉପସ୍ଥିତ ଥିବା ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ରଣନୀତି ଅବଲମ୍ବନ…

