ମହାବାତ୍ୟାର ୨୭ ବର୍ଷ: ଯୁବକଙ୍କ ଆଖିଆଗରେ ଭାସି ଯାଇଥିଲେ ପାଣିଖିଆ ଗାଁ ୧୨ ଜଣ, ଏବେ ବି…
ମହାକାଳପଡ଼ା, ୨୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ୧୯୯୯ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୟଙ୍କର ମହାବାତ୍ୟାର କରାଳ ଦୃଶ୍ୟ ଏବେବି ଲୋକଙ୍କର ମନେପଡ଼େ। ଆଜିକୁ ୨୭ ବର୍ଷ ପୂର୍ବେ ସମୁଦ୍ରକୂଳିଆ ବାସିନ୍ଦାଙ୍କ ପାଇଁ ଏହା ଏକ କଳା ଦିନ ଥିଲା। କାହିଁକି ନା ଏହି…
ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ: ନିର୍ଜନ ଦ୍ୱୀପରେ ଆଶ୍ରୟ ନେଇଛନ୍ତି ୨୦ରୁ ଅଧିକ କଙ୍କଡ଼ା ଧରାଳି, ପହଞ୍ଚିନି ସଚେତନତା ବାର୍ତ୍ତା
ମହାକାଳପଡ଼ା,୨୬ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅର୍ଣ୍ଣବ’ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ସ୍ଥଳଭାଗ ମୁହାଁ ହେଉଛି। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର (IMD)ର ସୂଚନା ଅନୁଯାୟୀ, ଓଡ଼ିଶା ସରକାରଙ୍କ ପକ୍ଷରୁ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ହାଇ ଆଲର୍ଟ ଜାରି କରାଯାଇଛି। ସ୍ଥିତିର…
ବାତ୍ୟା ଆଶଙ୍କାରେ ଉପକୂଳବାସୀ, ଜରୁରୀ ବୈଠକ ଡାକି ଆଲର୍ଟ କଲା ଜିଲା ପ୍ରଶାସନ
ମହାକାଳପଡ଼ା,୨୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ୧୯୯୯ ମହାବାତ୍ୟା କରାଳ ଦୃଶ୍ୟ ଏବେବି ଉପକୂଳ ଅଞ୍ଚଳ ଲୋକଙ୍କର ମନେ ପଡ଼ିଯାଏ। ବିଶେଷକରି ପୂର୍ବ ଉପକୂଳ ଜଗତସିଂହପୁର ଏରସମାରେ ବାତ୍ୟା ସିଧା ସଳଖ ମାଡ଼ ହୋଇଥିଲା। ଏହାର ପ୍ରଭାବରେ ପଡ଼ୋଶୀ ଜିଲା କେନ୍ଦ୍ରାପଡ଼ା ବି ବର୍ତ୍ତି…
ବଦଳିଯିବ ବାୟାବାବା କଲେଜ ଛାତ୍ର ସଂସଦ ଭୋଟ୍ ସମୀକରଣ !, ମଧ୍ୟାହ୍ନ ସୁଦ୍ଧା ୮୦ ପ୍ରତିଶତ ମତଦାନ
ମହାକାଳପଡ଼ା,୧୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ପ୍ରମୁଖ ଶିକ୍ଷନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ଭୋଟିଂ ଶାନ୍ତିଶୃଙ୍ଖଳା ଭାବେ ହେଉଛି। ମୋଟ୍ ୬୧୮ ଭୋଟରମାନଙ୍କର ମଧ୍ୟାହ୍ନ ସୁଦ୍ଧା ୮୦ ପ୍ରତିଶତ ମତଦାନ ହୋଇଛି ବୋଲି କୁହାଯାଉଛି। ବିଶେଷ କରି ଅଖିଳ…
ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…
ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ ପରିସରରେ ଶକ୍ତି ପ୍ରଦର୍ଶନ ଓ ପ୍ରଚାରକୁ ନେଇ ଉଭୟ ବିଜୁ ଛାତ୍ର ଜନତା…
ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍ ହାତେଇବାକୁ ଆପଣାଉଛନ୍ତି ଏହି…
ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ ଦଖଲ ପାଇଁ ଉଭୟ ବିଜୁ ଛାତ୍ର ଜନତା ଦଳ(ବିସିଜେଡି) ଓ ଅଖିଳ ଭାରତୀୟ…
୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍ଦାର ଲଢ଼େଇ
ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା ପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉଷ୍ଣତା ପ୍ରକାଶ ପାଇଛି। ବିଶେଷ କରି ଛାତ୍ର ସଂସଦ…
ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…
ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି ୨ ଦୃର୍ବୃତ୍ତ ମାରପିଟ କରିଛନ୍ତି। ଏଥିରେ ରାଜକିଶୋର ମହାନ୍ତି(୫୦) ଓ ତାଙ୍କ ସ୍ତ୍ରୀ…
କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସର ଗର୍ଜନ, ମହାକାଳପଡ଼ାରେ ପଡ଼ିଲା ପ୍ରଭାବ
ମହାକାଳପଡ଼ା,୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଇଣ୍ଡି ମେଣ୍ଟ ଓ ଜାତୀୟ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦର ପ୍ରଭାବ ପଡ଼ିଛି। କେନ୍ଦ୍ର ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଗର୍ଜିଛନ୍ତି ଇଣ୍ଡି ମେଣ୍ଟ କର୍ମୀ । କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କଂଗ୍ରେସ ପକ୍ଷରୁ କର୍ମୀମାନେ…
ମହାକାଳପଡ଼ାରେ ପୋଷଣ ମାସ: ଶିଶୁଙ୍କୁ ଭିଟାମିନ୍ଯୁକ୍ତ ଖାଦ୍ୟ ଦେବାକୁ ବିଡିଓଙ୍କ ଆହ୍ୱାନ
ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମିଶନ ଶକ୍ତି ସଭାଗୃହଠାରେ ‘ସୁସ୍ଥ ଶିଶୁ, ସୁସ୍ଥ ପରିବାର, ସମୃଦ୍ଧ ଓଡ଼ିଶା’ ବାର୍ତ୍ତା ନେଇ ୯ମ ରାଷ୍ଟ୍ରୀୟ ପୋଷଣ ମାସ-୨୦୨୬ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ଲକ ବିଡିଓ ତଥା…
ଜୈବବିବିଧତାର ସୁରକ୍ଷିତ ଠିକଣା: ନୀଳରକ୍ତ କଙ୍କଡ଼ାଙ୍କ ମିଳନସ୍ଥଳ ପାଲଟିଛି ଗହୀରମଥା
ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଭିତରକନିକା ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବିଭିନ୍ନ ବିରଳ ପ୍ରଜାତିର ସାମୁଦ୍ରିକ ଜୀବଜନ୍ତୁ ଦେଖିବାକୁ ମିଳନ୍ତି। ବିଶେଷ କରି ମହାନଦୀ ତ୍ରିକୋଣ ଭୂମି ଅବବାହିକା ହୁକିଟୋଲା, ଲଞ୍ଚଘୋଲା, ଷୋଳମୁହାଣ, ମାଦଳୀ, ବାବୁବାଲୀ, ଏକକୁଳାନାସି ଓ…
ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…
ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ ବଂଶଧରମାନେ ଲୁଣା ହେନ୍ତାଳ ଜଙ୍ଗଲ ମଧ୍ୟରେ ବସବାସ କରିଆସୁଛନ୍ତି। ତେବେ ସ୍ୱାଧୀନତାର ଏତେ…

