Tag Archives: mahakalpara

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରୀଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ବାର୍ଷିକ ତର୍କ ପ୍ରତିଯୋଗିତା-୨୦୨୬ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ। ସମ୍ପତ୍ତି ଲୋଭରେ ପୁଅ, ଝିଅ ଓ ବୋହୂମାନେ ପରିଣତ ବୟସରେ ମା’-ବାପାଙ୍କୁ ଅବହେଳା…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ ବ୍ଲକ ଅଧୀନ ଜମ୍ବୁ ପଞ୍ଚାୟତ ଭାଟେଣିସ୍ଥିତ ନରେନ୍ଦ୍ର ନାଥ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ ଦଂଶନରୁ ମୁକ୍ତି ମିଳେ ବୋଲି ବିଶ୍ୱାସ ରହିଛି। ତେବେ ପ୍ରତି ବର୍ଷ ଭାଦ୍ରବ…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର ଶିକାର ହୋଇଥିଲେ। ତୁରନ୍ତ ପରିବାର ଲୋକମାନେ ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ପରେ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ ଗୁପ୍ତ ବୈଠକଖାନା ବହନ କରୁଥିଲା। ୧୮୬୬ ନଅଙ୍କ ଦୁର୍ଭିକ୍ଷ ପୂର୍ବରୁ ଏହି ବିଶାଳ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର ଲଞ୍ଚ ଘୋଲା ମାଦେଲି, ଚଟକା, ହୁକିଟୋଲା ଓ ଷୋଳ ମୁହାଣ ଆଦି ତ୍ରିକୋଣ…

ଗାଁକୁ ନିଶାମୁକ୍ତ କରିବା ପାଇଁ ଥାନାର ଦ୍ୱାରସ୍ଥ ହେଲେ ମହିଳା, ପ୍ରତିଶ୍ରୁତି ଦେଇ ଥାନାଧିକାରିଣୀ କହିଲେ…

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ଦେଉଳପଡ଼ା ପଞ୍ଚାୟତ ବାଙ୍କୀଛନ୍ଦା ଗ୍ରାମରେ ଦୀର୍ଘବର୍ଷ ଧରି ବେଆଇନ ମଦ ବ୍ୟବସାୟୀମାନେ ଦେଶୀ ବିଦେଶୀ ମଦ କାରବାର କରୁଥିବା ମହିଳାମାନେ ଅଭିଯୋଗ କରିଛନ୍ତି। ଏହି ଗ୍ରାମର ଦୁଇ ମଦ…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା ଘଟିଯାଇଛି। ନିଜ ରକ୍ତର ସମ୍ପର୍କ ଯେତେବେଳେ ଭକ୍ଷକ ସାଜେ, ସେତେବେଳେ ସମାଜ ଓ…

ଜାହାଜ ଦୁର୍ଘଟଣା ପରେ ବି ଚେତୁନାହାନ୍ତି ଟ୍ରଲର ମାଲିକ, ବିପଦସଙ୍କୁଳ ଅବସ୍ଥାରେ ଚାଲିଛି ମାଛଧରା

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ୧୦ହଜାରରୁ ଅଧିକ ପାରମ୍ପରିକ ମତ୍ସ୍ୟଜୀବୀ ବଙ୍ଗୋପସାଗର ଉପରେ ନିର୍ଭର କରନ୍ତି। ମାଛ ଧରିଲେ ପରିବାର ପୋଷଣ ହୋଇଥାଏ। ଏମାନଙ୍କ ସୁରକ୍ଷା ପାଇଁ ସାମୁଦ୍ରିକ ମତ୍ସ୍ୟ ବିଭାଗ ତଦାରଖ କରୁଛି।…

ମହାକାଳପଡ଼ାର ଏହି ସ୍ଥାନରେ ପ୍ରତିଷ୍ଠା ହେବ ଜାହାଜ ନିର୍ମାଣ କାରଖାନା, ଏମ୍‌ପି-ବିଧାୟକଙ୍କ ଉଦ୍ୟମକୁ ନେଇ…

ମହାକାଳପଡ଼ା,୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ସଭାଗୃହଠାରେ ଅଷ୍ଟମ ପଞ୍ଚାୟତ ସମିତି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ମୀରାରାଣୀ ମହାନ୍ତିଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ ୨୦ ନମ୍ବର ଜିଲା ପରିଷଦ ସଭ୍ୟ ସୁବୋଧ ଲେଙ୍କାଙ୍କ ଅକାଳ ବିୟୋଗରେ…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ ଜଳ ପ୍ଲାବିତ ହୋଇଛି। ଜଳ ନିଷ୍କାସନ ପଥ ଅବରୋଧ ଯୋଗୁ ଚାଷୀ ଉତ୍ତ୍ୟକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?