Tag Archives: mahakalpara

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଭୋଟିଂ ଶେଷ ହୋଇଛି। ଅପରପକ୍ଷରେ ସରପଞ୍ଚ ଓଝା…

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି ଛାତ୍ରୀ। ସେହି ବିଦ୍ୟାଳୟର ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ନେଇ ଛାତ୍ରୀ…

ଖେଳୁଖେଳୁ ପୋଖରୀରେ ବୁଡ଼ିଗଲା ଶିଶୁପତ୍ର, ପରିବାର ଲୋକଙ୍କୁ ବିଧାୟକ ଭେଟି…

ମହାକାଳପଡ଼ା,୮ା୮(ପ୍ରତାପ ଚନ୍ଦ୍ର ସ୍ବାଇ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବରଜ ଗ୍ରାମର ଶଙ୍କର ଦେ’ଙ୍କ ୪ବର୍ଷର ପୁଅ ସଙ୍କେତ ଶୁକ୍ରବାର ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସଙ୍କେତ ହୁଡ଼ାରେ ଖେଳୁଥିବା ବେଳେ ଅସାବଧାନତାବଶତଃ ପୋଖରୀରେ ବୁଡ଼ି ଯାଇଥିଲେ। ପରିବାର…

ଉଚ୍ଚଶିକ୍ଷାର ଆଲୋକବର୍ତ୍ତିକା ବାୟାବାବା କଲେଜ, ୨୧ ଛାତ୍ରୀଛାତ୍ରଙ୍କୁ ନେଇ ଆରମ୍ଭ ହୋଇଥିବା ଏହି ଶିକ୍ଷାନୁଷ୍ଠାନ ଆଜି…

ମହାକାଳପଡ଼ା, ୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦର ମହକୁମାସ୍ଥିତ ବାୟା ବାବା କଲେଜରେ ୪୯ତମ ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ବିଧାୟକ ତଥା ଜିଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ତଥା ଡ. ଦୁର୍ଗା…

ମହାନଦୀରେ ବନ୍ୟାଜଳ: ପ୍ରଭାବିତ ହେଉଛନ୍ତି ମତ୍ସ୍ୟଜୀବୀ

ମହାକାଳପଡ଼ା,୩ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବାହାକୁଦ ପିତାପାଟ ଗ୍ରାମ ସଂଲଗ୍ନ ମହାନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି। ଫଳରେ ସ୍ଥାନୀୟ ପାରମ୍ପରିକ ମତ୍ସ୍ୟଜୀବୀମାନେ ହାତ ବାନ୍ଧି ବସିଛନ୍ତି। ମହାନଦୀରୁ ମାଛ ଧରି ପରିବାର…

୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ

ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି। ମହାନଦୀ ତ୍ରିକୋଣ ଭୂମି ଅଞ୍ଚଳ ୧୦ ପଞ୍ଚାୟତ ଯଦୁପୁର, ଜୟଚନ୍ଦ୍ରପୁର, ତିଖିରି, ପାଟଳିପଙ୍କ,…

ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି। ୨୭ ତାରିଖରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ଉପଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ତେବେ…

ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ ସଭ୍ୟଙ୍କ ମଧ୍ୟରୁ ୨୧ ଜଣ ତାଙ୍କ ନାଁରେ ଅନାସ୍ଥା ଆଣିଛନ୍ତି। ଅନାସ୍ଥା ଆଗତ…

ବାର୍‌ହା ଆତଙ୍କ: ଘରେ ପଶି ଗୋଡ଼ାଇ ଗୋଡ଼ାଇ କଲା ଆକ୍ରମଣ, ୫ ଲହୁଲୁହାଣ

ମହାକାଳପଡ଼ା,୧୭ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବରକନ୍ଧା ପଞ୍ଚାୟତର ସାଠିଏବାଟି ଗ୍ରାମରେ ଶୁକ୍ରବାର ସକାଳୁ ଜଙ୍ଗଲୀ ବାର୍‌ହା ଆତଙ୍କ ସୃଷ୍ଟି କରିଛି। ବାର୍‌ହା ଆକ୍ରମଣରେ ତିନି ଜଣ ପୁରୁଷ ଓ ଦୁଇ ଜଣ ମହିଳା ଗୁରୁତର ଭାବେ ଆହତ…

ଶ୍ରମ ନୁହେଁ, ଶିକ୍ଷା ଚାହୁଁ

ମହାକାଳପଡ଼ା,୨୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତ ସ୍ଥାନୀୟ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁନ୍ଦର ମୋହନ ସିଂଙ୍କ ତତ୍ତ୍ୱାବଧାନରେ ଶନିବାର ପୂର୍ବାହ୍ନରେ ଛାତ୍ରୀଛାତ୍ରମାନେ ଗାଁ ପରିକ୍ରମା କରି ଶ୍ରମ ନୁହେଁ ଶିକ୍ଷା ଲାଭ କରିବା…

ଅନିଶ୍ଚିତତାରେ ଆଖଡ଼ାଶାଳି ପ୍ରସ୍ତାବିତ ନଦୀଭିତ୍ତିକ ବନ୍ଦର, ଭାଜପା ସରକାର ଗଠନ ପରେ ବି ରାଜନେତାମାନେ ଚୁପ୍‌

କେନ୍ଦ୍ରାପଡ଼ା,୨୬ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଆଖଡ଼ାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପିପିପି ମୋଡ୍‌ରେ ପାରାଦୀପ ପୋର୍ଟ ଏହାର ଉନ୍ନତୀକରଣ କରିବ। ୨୦୨୦ ଡିସେମ୍ବରରେ ଏହି ସ୍ଥାନକୁ ପୂର୍ବତନ ୫-ଟି ସଚିବଙ୍କ ଗସ୍ତ…

ନିଜ କାର୍ଯ୍ୟକୁ ଫେରିଲେ ସରପଞ୍ଚ ଚାମେଲୀ ଓଝା, ପଞ୍ଚାୟତର ଉନ୍ନୟନ କାର୍ଯ୍ୟର ସମୀକ୍ଷା କରି…

ମହାକାଳପଡ଼ା, ୨୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରୀ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟକୁ ରୋକାଯିବା ଓ କରାଯାଇଥିବା କାମର ବିଲ୍‌ ପ୍ରଦାନ କରାଯାଉ ନ ଥିବା ଅଭିଯୋଗ କରିଥିଲେ ସରପଞ୍ଚ ଚାମେଲୀ ଓଝା। ଏହି ଅଭିଯୋଗ ନେଇ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?