Tag Archives: mahakalpara

ମହାକାଳପଡ଼ାର ଏହି ସ୍ଥାନରେ ହେବ ଜାହାଜ କାରଖାନା, ଆରମ୍ଭ ହେଲା ସର୍ଭେ

ମହାକାଳପଡ଼ା, ୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ବଡ଼ଟୁବି, ସାନଟୁବି ଓ ନିପାଣିଆ ଗ୍ରାମରେ ଜାହାଜ କାରଖାନା ପ୍ରତିଷ୍ଠା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ପ୍ରାଥମିକ ସର୍ଭେ ଆରମ୍ଭ ହୋଇଛି। ଉଚ୍ଚସ୍ତରୀୟ ଅଧିକାରୀମାନେ…

ସରପଞ୍ଚ ଚାମେଲି ଓଝା ପ୍ରସଙ୍ଗ: ପ୍ରଥମଥର ମୁହଁ ଖୋଲିଲେ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, କହିଲେ ବିରୋଧୀଙ୍କ ପାଇଁ…

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ପ୍ରସଙ୍ଗରେ ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗାପ୍ରସନ୍ନ ନାୟକ। ସେ କହିଛନ୍ତି, ସାନ ଭଉଣୀ ଚାମେଲି ବିରୋଧୀ ଦଳର ଷଡ଼ଯନ୍ତ୍ରର ଶିକାର…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ରାଜ୍ୟ ସରକାର ସେ ବାବଦରେ ସବିଶେଷ ତଥ୍ୟ…

ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ, ତୁରନ୍ତ କାର୍ଯ୍ୟ ସାରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ

ମହାକାଳପଡ଼ା,୧୧ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡା ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା ବୈଠକ ବ୍ଲକ ସଭା ଗୃହରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଧାୟକ ଡ. ଦୁର୍ଗା ପ୍ରସନ୍ନ ନାୟକ ଓ ଜିଲାପାଳ ରଘୁରାମ ଆର…

ଉପକୂଳ ଅଞ୍ଚଳରେ ବୃଦ୍ଧିପାଉଛି ଦେଶୀ ହାଣ୍ଡିଆ ଭାଟି: ନିଶା ସେବନ କରି ଯୁବପିଢ଼ି…

ମହାକାଳପଡ଼ା,୪ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଦିନକୁ ଦିନ ବୃଦ୍ଧି ପାଉଛି ଦେଶୀ ହାଣ୍ଡିଆ ଭାଟି। ବିଶେଷ କରି ଏହି ଅଞ୍ଚଳର ଜନଜାତି ମହିଳା ଓ ପୁରୁଷମାନେ ଘରେ ପଖାଳ ଭାତରେ ଏହି ବାଖରା ଗୋଳିକୁ…

ଓସିଏସ୍‌ ପରୀକ୍ଷାରେ ୬୬ତମ ସ୍ଥାନରେ ରଶ୍ମିରଞ୍ଜନ, ତାଙ୍କ ସଫଳତା ପଛରେ…

ମହାକାଳପଡ଼ା, ୩ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡାଙ୍ଗ ପଞ୍ଚାୟତ ମଳାଢ଼ି ଗ୍ରାମର ତପନ ସ୍ବାଇଁ ଓ ନିର୍ମଳା ସ୍ବାଇଁଙ୍କ ବଡ଼ ପୁଅ ରଶ୍ମିରଞ୍ଜନ ସ୍ବାଇଁ ଚଳିତବର୍ଷ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ ୬୬ତମ ସ୍ଥାନ ଅଧିକାର କରିଛନ୍ତି।…

ମାମୁଘରକୁ ବୁଲିବା ପାଇଁ ଆସିଥିଲେ ଭାଣିଜୀ, ସକାଳୁ ମିଳିଲା ଝୁଲନ୍ତା ମୃତଦେହ

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କେବି ଦାଣ୍ଡୁଆ ପଞ୍ଚାୟତ ବଡ଼ପାଳ ସିନ୍ଦୂଆ ପାରି ମାମୁଘର ଗାଁରେ ଏକ ଯୁବତୀ ଫାଶୀ ଲଗାଇଥିବା ଦେଖିବାକୁ ମିଳୁଛି। ଖବର ପାଇ…

ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ବର୍ଷିଲେ ଅତନୁ, କହିଲେ ଭାଜପା ସରକାର କେବଳ…

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ୨ ବର୍ଷ ଭାଜପା ସରକାରଙ୍କ ଶାସନ କଳଙ୍କିତ ଇତିହାସ। ମହିଳାମାନଙ୍କ ହକ୍‌ ପାଇଁ ବିଜେଡ଼ିର ପଥପ୍ରାନ୍ତ ସଭାରେ ଯୋଗଦେଇ ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ବର୍ଷିଥିଲେ। ଏହି ଅବସରରେ ଜମ୍ବୁ-ମାର୍ଶାଘାଇ ମୁଖ୍ୟ ରାସ୍ତା ମହାକାଳପଡ଼ା…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ: ସମୁଦ୍ର ପଥ ଦେଇ ମହାକାଳପଡ଼ା ବ୍ଲକ୍‌କୁ…

ମହାକାଳପଡ଼ା,୩୦ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପଶ୍ଚିମବଙ୍ଗର ନୂତନ ସରକାର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଫଳରେ ଦୀର୍ଘ ବର୍ଷ ଧରି ସେଠାରେ ବସବାସ କରୁଥିବା ଅନୁପ୍ରବେଶକାରୀ ସମୁଦ୍ର ପଥ ଦେଇ କେନ୍ଦ୍ରାପଡ଼ା…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ ବିଭିନ୍ନ କମ୍ପାନୀର ୪୩ଟି ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ମଙ୍ଗଳବାର ପୋଲିସ ଜବତ କରିଛି।…

ବାସନ ଧୋଉଥିଲେ ମହିଳା, ଟାଣିନେଲା କୁମ୍ଭୀର, ଦୀର୍ଘ ସମୟ ଲଢ଼େଇ ପରେ…

ମହାକାଳପଡ଼ା,୧୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଦଳିଛି ସରକାର। ବଦଳିନି ଜଙ୍ଗଲଘେରୀ ଶବରପଡ଼ାର ଚିତ୍ର। ଏମିତି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ପେଟଛେଲା ପଞ୍ଚାୟତ ସ୍ଥାନୀୟ ଜଙ୍ଗଲଘେରି ଗାଁରେ। ବୁଧବାର ଅପରାହ୍ନରେ ଛବି ପାତ୍ର (୫୫)…

ସ୍ତ୍ରୀଙ୍କ ହାତ ଗୋଡ଼ ବାନ୍ଧି ମାରିବା ପାଇଁ ସ୍ବାମୀଙ୍କ ଉଦ୍ୟମ, ଜ୍ୱାଇଁଙ୍କୁ ମାଡ଼ ମାରି ଶ୍ୱଶୁର ଘର ଲୋକେ…

ମହାକାଳପଡ଼ା,୧୧ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ସ୍ଥାନୀୟ ଖରିନାଶୀ ଗ୍ରାମର ମନୋରଞ୍ଜନ ଗିରି ୧୪ ବର୍ଷ ପୂର୍ବେ ଜମ୍ବୁ ଗ୍ରାମର ସାରଥି ମାନ୍ନାଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ। ସେମାନଙ୍କର ଝିଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?