ମା’ ରାମଚଣ୍ଡୀଙ୍କୁ ଜମି ଦାନ ଦେଇଥିଲେ ରାଜା, ଭୋଗ କରୁଛନ୍ତି ଜବରଦଖଲକାରୀ, ପାଉଣା ଦେବାର ନାଁ ଧରୁନାହାନ୍ତି
ମହାକାଳପଡ଼ା,୧୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ୧୭୩୭ ମସିହାଠାରୁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ରାମନଗର ମୌଜାରେ ମା’ ରାମଚଣ୍ଡୀ ମନ୍ଦିର ରହିଛି। ଏହାର ରକ୍ଷଣାବେକ୍ଷଣ ପାଇଁ କୁଜଙ୍ଗ ରାଜା ଦାନ ଦେଇଥିଲେ ୨୨୦ ଏକରରୁ ଅଧିକ ଭୂସମ୍ପତ୍ତି। ହେଲେ ଭୋଗ ଦଖଲ…
ପଶ୍ଚିମବଙ୍ଗ ନିର୍ବାଚନ ଫଳ ପ୍ରକାଶ ପରେ ଅନୁପ୍ରବେଶକାରୀଙ୍କ ଠିକଣା ପାଲଟୁଛି ମହାକାଳପଡ଼ା, ଜଳପଥରେ ଆସି…
କେନ୍ଦ୍ରାପଡ଼ା,୭ା୫ (ଜଗନ୍ନାଥ ଧଳ): ପଶ୍ଚିମବଙ୍ଗ ନିର୍ବାଚନ ଫଳ ପ୍ରକାଶ ପାଇଛି। ସେହି ରାଜ୍ୟରେ ଭାଜପା ସରକାର ଗଠନ କରିବାକୁ ଯାଉଛି। ଏହା ପୂର୍ବରୁ ସେଠାରେ ଅନୁପ୍ରବେଶ କରିଥିବା ବାଂଲାଦେଶୀଙ୍କ ଧାଡି ଏବେ କେନ୍ଦ୍ରାପଡା ଜିଲା ଆଡକୁ ମୁହଁ।ଇଛନ୍ତି। ଏବେ ମହାକାଳପଡା ଅଞ୍ଚଳରେ…
ସମୁଦ୍ରକୁ ଯିବା ପୂର୍ବରୁ ଗଙ୍ଗାମାତାଙ୍କୁ ସ୍ମରଣ କରନ୍ତି ମତ୍ସ୍ୟଜୀବୀ, ମା’ଙ୍କ ବେକରେ ପିନ୍ଧାନ୍ତି…
ମହାକାଳପଡ଼ା,୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦଶ ହଜାରରୁ ଅଧିକ ପାରମ୍ପରିକ ମତ୍ସ୍ୟଜୀବୀ ସମୁଦ୍ର ଉପରେ ନିର୍ଭରକରି ପରିବାର ପ୍ରତିପୋଷଣ କରନ୍ତି। ସାମୁଦ୍ରିକ ଝଡ଼ ବାତ୍ୟା ତୋଫାନ ଭଳି ବିପଦଆପଦ ବେଳେ ମା’ ଡଙ୍ଗା ମଙ୍ଗରେ ବିରାଜିତ…
ଶେଷ ପର୍ଯ୍ୟାୟରେ ମା’ ରାମଚଣ୍ଡୀ ମନ୍ଦିରର ନବୀକରଣ କାର୍ଯ୍ୟ: ଏମ୍ପି-ବିଧାୟକ ସମୀକ୍ଷା କରି କହିଲେ…
ମହାକାଳପଡ଼ା,୩୦ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମା’ ରାମଚଣ୍ଡୀ ମନ୍ଦିର ନବୀକରଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ଏମ୍ପି ବୈଜୟନ୍ତ ପଣ୍ଡା ଓ ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ମା’ଙ୍କ ମନ୍ଦିର ପରିଦର୍ଶନ…
ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…
ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଥଇଥାନ କରାଯାଇଥିଲା। ସେବେଠାରୁ ଜମ୍ବୁ, ଖରିନାସି ଓ…
ପଥର ପ୍ୟାକିଂ ନିର୍ମାଣ କାର୍ଯ୍ୟ ତଦାରଖ କରିବାକୁ ଆସୁନାହାନ୍ତି କ୍ଷେତ୍ର ପରିଦର୍ଶନ ଅଧିକାରୀ, ନିମ୍ନମାନର କାର୍ଯ୍ୟ ନେଇ…
ମହାକାଳପଡ଼ା,୧୪ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କଂସାର ବଡ଼ ଦାଣ୍ଡୁଆ ପଞ୍ଚାୟତ ବଗଗହଣ- ମିଲନମୋଡ଼-ତରପଦା ଗୋବରୀ ନଦୀପାର୍ଶ୍ୱ ଘେରିବନ୍ଧ ନିର୍ମାଣ କାମ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି। ସୁଉଚ୍ଚ ମାଟିବନ୍ଧ ଓ ପାର୍ଶ୍ୱରେ ପଥର ପ୍ୟାକିଂ ନିର୍ମାଣ…

