Mahakumbh 2025: ସଙ୍ଗମ ଜଳ ସ୍ନାନ ପାଇଁ ଉପଯୁକ୍ତ ନୁହେଁ…ଯୋଗୀ ସରକାରଙ୍କୁ ଟାର୍ଗେଟ୍ କଲେ ଶଙ୍କରାଚାର୍ଯ୍ୟ
ପ୍ରୟାଗରାଜ,୧୯।୨: ପ୍ରୟାଗରାଜ ମହାକୁମ୍ଭର ବେଳାଭୂମିର ଜଳସ୍ତର ସମ୍ପର୍କରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଦ୍ୱାରା ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ(NGT) ନିକଟରେ ଦାଖଲ କରାଯାଇଥିବା ରିପୋର୍ଟ ଭୟଙ୍କର ରହିଛି। ଜାନୁଆରୀ ୯ ରୁ ୨୧ ମଧ୍ୟରେ ମୋଟ ୭୩ଟି ବିଭିନ୍ନ ସ୍ଥାନରୁ…
Video:ପ୍ରଥମଥର ବିମାନରେ ବସିଲେ ମୋନାଲିସା: ଷ୍ଟାଇଲିସ୍ ଲୁକ୍ ଦେଖି ଲୋକେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୧୮।୨: ମହାକୁମ୍ଭର ଭାଇରାଲ ଗାର୍ଲ ମୋନାଲିସାଙ୍କ ଭାଗ୍ୟ ଫିଟିଛି। ସେ ଖୁବଶୀଘ୍ର ଫିଲ୍ମ ଜଗତରେ ପାଦ ଦେବାକୁ ଯାଉଛନ୍ତି। ପ୍ରତିଦିନ ମୋନାଲିସାଙ୍କ ନୂଆ ନୂଆ ଭିଡିଓ ସୋସିଆଲ ମିଡିଆରେ ଆସୁଛି। ଏବେ ତାଙ୍କର ଆଉ ଏକ ଭିଡିଓ ଚର୍ଚ୍ଚାରେ ଅଛି। ଏହି…
୩୦୦୦ କୋଟି ସମ୍ପତ୍ତି ଛାଡି ଗେରୁଆ ପିନ୍ଧିଲେ ଏହି ବ୍ୟକ୍ତି : ମହାକୁମ୍ଭରେ ଭାଇରାଲ୍ ହେଉଛନ୍ତି ବିଜ୍ନେସମ୍ୟାନ୍ ବାବା
ପ୍ରୟାଗରାଜ,୧୩।୨: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ଆୟୋଜନ କରାଯାଉଛି। ୧୩ ଜାନୁଆରୀରେ ଆରମ୍ଭ ହୋଇଥିବା ଏହି ମହାକୁମ୍ଭ ୨୬ ଫେବୃଆରୀ ପର୍ଯ୍ୟନ୍ତ ଆୟୋଜିତ ହେବ। ଏହି ମହାକୁମ୍ଭକୁ ଭାରତ ଏବଂ ବିଦେଶରୁ କୋଟି କୋଟି ଭକ୍ତ ଆସୁଛନ୍ତି। ଏହି ମହାକୁମ୍ଭରେ ଏପରି…
ମହାକୁମ୍ଭ ମେଳାରେ ଅଗ୍ନିକାଣ୍ଡ: ନିଆଁକୁ ନିୟନ୍ତ୍ରଣ କଲେ ଅଗ୍ନିଶମବାହିନୀ , ଦେଖନ୍ତୁ ଭୟାନକ ଭିଡ଼ିଓ
ପ୍ରୟାଗରାଜ,୭।୨: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ମେଳା କ୍ଷେତ୍ରରେ ଅଗ୍ନିକାଣ୍ଡ ଘଟିଛି। ହେଲେ ଅଗ୍ନିଶମବାହିନୀ ନିଆଁକୁ ନିୟନ୍ତ୍ରଣ କରିଛନ୍ତି। ଅଗ୍ନିକାଣ୍ଡ ଘଟଣା ପିପା ବ୍ରିଜ ନମ୍ବର ୧୮ ନିକଟରେ ଘଟିଛି। ଆରଏଏଫ୍, ୟୁପି ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି…
ମହାକୁମ୍ଭ ମେଳାରେ ଦଳାଚକଟା: ୩୦ ମୃତ, ୬୦ରୁ ଅଧିକ ଆହତ
ପ୍ରୟାଗରାଜ/ନୂଆଦିଲ୍ଲୀ,୨୯ା୧: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳାରେ ବଡ଼ ଧରଣର ଅଘଟଣ ଘଟିଛି। ବୁଧବାର ଭୋର ସମୟରେ ମୌନୀ ଅମାବାସ୍ୟା ପାଇଁ ଅନେକ କୋଟି ଶ୍ରଦ୍ଧାଳୁ ବୁଡ଼ ପକାଇବାକୁ ସଙ୍ଗମସ୍ଥଳକୁ ଯାଇଥିବାବେଳେ ଦଳାଚକଟା ହୋଇଛି। ଏଥିରେ ଅନେକଙ୍କ ମୃତ୍ୟୁ ଘଟିଛି।…
ମହାକୁମ୍ଭ: ପ୍ରଥମ ଦିନରେ ବୁଡ଼ ପକାଇଲେ ୧.୬୫ କୋଟି
ମହାକୁମ୍ଭ ନଗର,୧୩।୧: ଉତ୍ତର ପ୍ରଦେଶର ଧର୍ମନଗରୀ ପ୍ରୟାଗରାଜରେ ସୋମବାର ମହାକୁମ୍ଭ ଆରମ୍ଭ ହେଉଛି। ପୌଷ ପୂର୍ଣ୍ଣିମା ଅବସରରେ ଗଙ୍ଗା, ଯମୁନା ଓ ପୁରାଣବର୍ଣ୍ଣିତ ସରସ୍ବତୀ ନଦୀର ସଙ୍ଗମସ୍ଥଳରେ ସୋମବାର ୧ କୋଟି ୬୫ ଲକ୍ଷ ସାଧୁସନ୍ଥ ଓ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି।…
Archives


