ମହାକୁମ୍ଭ ମେଳାରେ ଦଳାଚକଟା: ୩୦ ମୃତ, ୬୦ରୁ ଅଧିକ ଆହତ ପ୍ରୟାଗରାଜ/ନୂଆଦିଲ୍ଲୀ,୨୯ା୧: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳାରେ ବଡ଼ ଧରଣର ଅଘଟଣ ଘଟିଛି। ବୁଧବାର ଭୋର ସମୟରେ ମୌନୀ ଅମାବାସ୍ୟା ପାଇଁ ଅନେକ କୋଟି ଶ୍ରଦ୍ଧାଳୁ ବୁଡ଼ ପକାଇବାକୁ ସଙ୍ଗମସ୍ଥଳକୁ ଯାଇଥିବାବେଳେ ଦଳାଚକଟା ହୋଇଛି। ଏଥିରେ ଅନେକଙ୍କ ମୃତ୍ୟୁ...