ଜନ୍ମାଷ୍ଟମୀ ପରଦିନ ସୃଷ୍ଟି ହେବ ଦୁର୍ଲଭ ମହାଲକ୍ଷ୍ମୀ ରାଜଯୋଗ, କେବଳ ଏହି ୩ ରାଶି ଉପରେ ହେବ ଧନବର୍ଷା ଜ୍ୟୋତିଷ ଶାସ୍ତ୍ରରେ ମହାଲକ୍ଷ୍ମୀ ରାଜଯୋଗକୁ ଅତ୍ୟନ୍ତ ଶୁଭ ଯୋଗ ବୋଲି ମନେ କରାଯାଏ । ଚନ୍ଦ୍ରମା ଓ ମଙ୍ଗଳ ଗ୍ରହ ଗୋଟିଏ ରାଶିରେ ଏକତ୍ର ହେଲେ ଏହି ଯୋଗ ସୃଷ୍ଟି ହୋଇଥାଏ । ଜ୍ୟୋତିଷ ଗଣନା ଅନୁସାରେ, ଜନ୍ମାଷ୍ଟମୀର ଠିକ୍ ପରଦିନ…