ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…
ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ ଫସଲ ନଷ୍ଟ ହେବା ଆଶଙ୍କା ଦେଖାଦେଇଛି। ଅଦ୍ୟାବଧି ମହାନଦୀର ବନ୍ୟାଜଳରେ ବ୍ଲକ ଅନ୍ତର୍ଗତ…

