Tag Archives: Mahanadi River

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସ୍ଥାନୀୟ ମତ୍ସ୍ୟଜୀବୀମାନେ ନଦୀରେ ମୃତଦେହ ଭାସୁଥିବା ଦେଖିବା ପରେ ବୀରମହାରାଜପୁର ଅଗ୍ନିଶମ ବାହିନୀକୁ…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ ମହାନଦୀକୁ ଛାଡ଼ିଦେଲେ ବାକି ସବୁ ନଦୀ ବିପଦ ସଙ୍କେତ ତଳେ ଥିବା ସେ…

କଟକରେ ମହାନଦୀରେ ଗାଧୋଉଥିବା ବେଳେ ଦୁଇ ଯୁବକଙ୍କର ମୃତ୍ୟୁ

କଟକ,୨୪।୪: ଗୁରୁବାର କଟକରେ ମହାନଦୀରେ ଭାସି ଯାଇଥିବା ଦୁଇ ଯୁବକଙ୍କୁ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉଦ୍ଧାର କରିଥିଲେ। କିନ୍ତୁ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ (ଏସସିବିଏମସିଏଚ)ରେ ଡାକ୍ତରମାନେ ସେମାନଙ୍କୁ ‘ଆଣିବା ସମୟରେ ମୃତ’ ଘୋଷଣା କରିଥିଲେ। ଜଣେ ସ୍ଥାନୀୟ ପୋଲିସ…

ମହାନଦୀ ଉପରେ ଚାଲିବନି ବୋଟ୍, ମାଛ ଧାରା ବନ୍ଦ: କଟକଣା ଜାରି କଲା ବନ ବିଭାଗ

କଟକ,୩।୧: କୁମ୍ଭୀର ଓ ପକ୍ଷୀମାନଙ୍କର ବାର୍ଷିକ ଜନଗଣନାକୁ ଦୃଷ୍ଟିରେ ରଖି ବନ ବିଭାଗ କଟକସ୍ଥିତ ମହାନଦୀ ନଦୀରେ ସାତ ଦିନ ଧରି ଡଙ୍ଗା ଚଳାଚଳ ଉପରେ କଟକଣା ଲାଗୁ କରିଥିବା ଜଣାଯାଇଛି। ଜାନୁୟାରୀ ୫ ରୁ ଜାନୁୟାରୀ ୯ ମଧ୍ୟରେ କୁମ୍ଭୀରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?