ମହାନଦୀ ରିଭରଫ୍ରଣ୍ଟ ଯୋଜନାକୁ ମଞ୍ଜୁରୀ: ତିନି ବର୍ଷରେ ଖର୍ଚ୍ଚ ହେବ ୨୪୦ କୋଟି ଟଙ୍କା, ଝଟକିବ ଏହି ସହର ଭୁବନେଶ୍ୱର,୧୧ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁଆକାଂକ୍ଷିତ ମହାନଦୀ ନଦୀତଟ ବିକାଶ((Mahanadi River Front Development) ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି। ୨୦୨୫-୨୬ରୁ ୨୦୨୭-୨୮ ମଧ୍ୟରେ ଏହି ଯୋଜନା କାର୍ଯ୍ୟକାରୀ ହେବ ଏବଂ ତିନି ବର୍ଷରେ ୨୪୦ କୋଟି ଟଙ୍କା ଖର୍ଚ୍ଚ...