ଭୁବନେଶ୍ୱର,୧୧ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁଆକାଂକ୍ଷିତ ମହାନଦୀ ନଦୀତଟ ବିକାଶ((Mahanadi River Front Development) ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି। ୨୦୨୫-୨୬ରୁ ୨୦୨୭-୨୮ ମଧ୍ୟରେ ଏହି ଯୋଜନା…