ମହାନଦୀରେ ନିର୍ମାଣ ହେବ ୧୬ ଡ୍ୟାମ୍, ୧୫ ବ୍ୟାରେଜ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୧।୨(ବନ୍ଦନା ସେଠୀ): ରାଜ୍ୟ ସ୍ବାର୍ଥକୁ ଦୃଷ୍ଟିରେ ରଖି ମହାନଦୀରେ ଆଉ ୧୬ ଡ୍ୟାମ୍ ଏବଂ ୧୫ ବ୍ୟାରେଜ୍ ପ୍ରକଳ୍ପ ନିର୍ମାଣ ହେବ। ଏଥିସହ ମହାନଦୀରେ ୪୧ଟି ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକ୍ଚର ନିର୍ମାଣ କରିବାକୁ ଯୋଜନା ରହିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ...
ପୁଣି ଉଠିଲା ମହାନଦୀ ପ୍ରସଙ୍ଗ, ଜୋର୍ ଧରିଲା ରାଜନୀତି
ଭୁବନେଶ୍ୱର,୪ା୧୧(ସୁନିତ୍ ମିଶ୍ର): ମହାନଦୀ ଜଳକୁ ନେଇ ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ବିବାଦ ଲାଗି ରହିଛି। ଅଣମୌସୁମୀ ସମୟରେ ଛତିଶଗଡ଼ ଆବଶ୍ୟକ ପରିମାଣର ଜଳ ନ ଛାଡ଼ିବା ଯୋଗୁ ଓଡ଼ିଶାରେ ମରୁଡ଼ି ସ୍ଥିତି ଉପୁଜୁଛି। ଏହି ବିବାଦ ଟ୍ରିବ୍ୟୁନାଲରେ ବିଚାରାଧୀନ...
ବ୍ରିଜ୍ ଉପରେ ସାଇକେଲ ରଖି ମହାନଦୀକୁ ଡେଇଁପଡ଼ିଲେ ଛାତ୍ରୀ
ସମ୍ବଲପୁର,୨୪ା୮: ସମ୍ବଲପୁର ଜିଲାର ଚାଉଁରପୁର ବ୍ରିଜ୍ ଉପରୁ ଜଣେ ଛାତ୍ରୀ ଶନିବାର ମହାନଦୀକୁ ଡେଇଁପଡ଼ିଛନ୍ତି। ଛାତ୍ରୀ ଜଣକ ବ୍ରିଜ୍ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଛନ୍ତି। ପ୍ରାତଃ ଭ୍ରମଣରେ କିଛି ଲୋକ ଆସିଥିବା ବେଳେ ଏହା ଦେଖି ଅଗ୍ନିଶମ...
ଫୁଲୁଛି ମହାନଦୀ, ୧୦ ଜିଲାକୁ ସତର୍କ କରାଇଲେ ଏସ୍ଆର୍ସି
ଭୁବନେଶ୍ୱର,୯ା୮: ଉପରମୁଣ୍ଡରେ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍ର ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଫଳରେ ମହାନଦୀ ଫୁଲି ଚାଲିଛି। ମୁଣ୍ଡୁଳିଠାରେ ୫.୭୮ ଲକ୍ଷ କ୍ୟୁସେକ୍ ବନ୍ୟାଜଳ ପ୍ରବାହିତ ହେଉଛି। ଏନେଇ ୧୦ ଜିଲାର ଜିଲାପାଳଙ୍କୁ ସତର୍କ କରାଇଛନ୍ତି...
ଛତିଶଗଡ଼ରୁ ଭାସି ଆସି ଓଡ଼ିଶାରେ ଲାଗିଲେ ମହିଳା
ଝାରସୁଗୁଡ଼ା,୧ା୮: କଥାରେ ଅଛି ରଖେ ହରି ତ ମାରେ କିଏ? ଗୁରୁବାର ସକାଳୁ ଏମିତି ଏକ ଘଟଣା ଓଡ଼ିଶାରେ ଦେଖିବାକୁ ମିଳିଛି। ଜଣେ ମହିଳା ଛତିଶଗଡ଼ରୁ ଭାସି ଆସି ଓଡ଼ିଶାରେ ଲାଗିଛନ୍ତି। ଆଶ୍ଚର୍ଯ୍ୟର କଥା ମହିଳା ଜଣକ ପ୍ରାୟ ୫୦...
ଜେଜେଙ୍କ ଦଶାହରେ ମହାନଦୀରେ ବୁଡ଼ି ଚାଲିଗଲା ନାତିଙ୍କ ଜୀବନ
କଟକ,୭ା୪(କାର୍ତ୍ତିକ ସାହୁ): ଜେଜେଙ୍କ ଦଶାହ କର୍ମରେ ଶୁଦ୍ଧି ହେବାକୁ ଆସି ନାତି ମହାନଦୀ ପାଣିରେ ବୁଡ଼ି ପ୍ରାଣ ହରାଇଛନ୍ତି। ଏଭଳି ଏକ ଦୁଃଖଦ ଘଟଣା ରବିବାର ପୂର୍ବାହ୍ନରେ ଘଟିଛି। ମୃତକ ଜଣକ ହେଲେ ସିଡିଏ ସେକ୍ଟର-୬ ଅଞ୍ଚଳର ରଥୀନ୍ଦ୍ର ନାଥ...
Archives
