ଶ୍ରୀଜିଉଙ୍କୁ ଦର୍ଶନ କଲେ ବିଦାୟୀ ରାଜ୍ୟପାଳ, କହିଲେ ମହାପ୍ରଭୁଙ୍କ ଯୋଗୁ ମୁଁ ଓଡ଼ିଶାର ସେବା… ପୁରୀ,୨୫ା୧୨: ରାଜ୍ୟପାଳ ପଦରୁ ମଙ୍ଗଳବାର ଇସ୍ତଫା ଦେଇଥିବା ରଘୁବର ଦାସ ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ମହାପ୍ରଭୁଙ୍କ କୃପାରୁ ମୋତେ ଓଡ଼ିଶାର ସେବା କରିବାର ସୁଯୋଗ ମିଳିଥିବାରୁ ନିଜକୁ ଭାଗ୍ୟବାନ ମନେ...