ଭାଜପା ନେତା ଟଙ୍କା ବାଣ୍ଟିବା ନେଇ ଏତଲା: ନିର୍ବାଚନର ଦିନକ ପୂର୍ବରୁ ମହାରାଷ୍ଟ୍ରରେ ହାଇଡ୍ରାମା ମୁମ୍ବାଇ,୧୯ା୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଦିନକ ପୂର୍ବରୁ ହାଇଡ୍ରାମା ଦେଖିବାକୁ ମିଳିଛି। ଭାଜପା ନେତା ତଥା ପୂର୍ବତନ ମନ୍ତ୍ରୀ ବିନୋଦ ତାଓ୍ବଡେ ପାଲ୍ଘର ଜିଲାର ଭିରାରସ୍ଥିତ ଏକ ହୋଟେଲରେ ଭୋଟରମାନଙ୍କୁ ଟଙ୍କା ବାଣ୍ଟୁଥିବା ଅଭିଯୋଗ ହୋଇଛି। ତାଓ୍ବଡେଙ୍କ ଉପସ୍ଥିତିରେ ନାଲାସୋପରାର ଭାଜପା…