ସଞ୍ଜୟ ରାଉତଙ୍କ ବଡ଼ ଦାବି: ‘ବଦଳିପାରନ୍ତି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ; ଦେବେନ୍ଦ୍ର ଫଡନଭିସଙ୍କୁ କେନ୍ଦ୍ରରେ ମିଳିବ ବଡ଼ ଭୂମିକା’ ମୁମ୍ବାଇ,୧୭।୭: ଉଦ୍ଧବ ଠାକରେଙ୍କ ଶିବସେନା (UBT)ର ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଶୁକ୍ରବାର (୧୭ ଜୁଲାଇ) ସେ କହିଛନ୍ତି ଯେ ଯଦି ଆଗାମୀ ମାସ ମଧ୍ୟରେ ମହାରାଷ୍ଟ୍ର କ୍ୟାବିନେଟର ପୁନର୍ଗଠନ ହୁଏ, ତେବେ ମୁଖ୍ୟମନ୍ତ୍ରୀ…