ମିଳିଲାନି ଆମ୍ବୁଲାନ୍ସ, ବ୍ୟାଗରେ ଶିଶୁର ମୃତଦେହକୁ ଧରି ୯୦ କିଲୋମିଟର ଯାତ୍ରା କଲେ ବ୍ୟକ୍ତି
ତେହେରାନ,୧୬।୬: ମହାରାଷ୍ଟ୍ରର ନାସିକ ସିଭିଲ ହସ୍ପିଟାଲରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଆମ୍ବୁଲାନ୍ସ ସେବା ନ ମିଳିବାରୁ ଜଣେ ଆଦିବାସୀ ବ୍ୟକ୍ତି ସଖାରାମ କାଭାର ତାଙ୍କ ନବଜାତ ଝିଅର ମୃତଦେହକୁ ଏକ କ୍ୟାରି ବ୍ୟାଗରେ ନେଇ ୯୦ କିଲୋମିଟର ବସରେ...
ମହାମେଣ୍ଟରେ ଫାଟ ଅଭିଯୋଗକୁ ଶିନ୍ଦେଙ୍କ ଖଣ୍ଡନ
ମୁମ୍ବାଇ,୨।୩: ମହାରାଷ୍ଟ୍ରର ଶାସକ ମହାମେଣ୍ଟରେ ଫାଟ ଗୁଜବକୁ ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ରବିବାର ଖଣ୍ଡନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍ନବିସ୍ ଏବଂ ଅନ୍ୟତମ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସହ ତାଙ୍କର ସବୁକିଛି ‘ଥଣ୍ଡା ଥଣ୍ଡା ଏବଂ କୁଲ୍ କୁଲ୍’ ଚାଲିଛି...
ମହାରାଷ୍ଟ୍ରରେ ବଡ ଦୁର୍ଘଟଣା: ଟ୍ରେନରୁ ଓହ୍ଲାଇଲା ବେଳେ ମାଡ଼ିଗଲା ଆଉ ଏକ ଟ୍ରେନ, ୧୦ ମୃତ
ମହାରାଷ୍ଟ୍ର,୨୨।୧: ମହାରାଷ୍ଟ୍ରର ଜଳଗାଁଓର ପରଣ୍ଡା ରେଳ ଷ୍ଟେସନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପୁଷ୍ପକ ଏକ୍ସପ୍ରେସର ଯାତ୍ରୀମାନଙ୍କ ଉପରେ କର୍ଣ୍ଣାଟକ ଏକ୍ସପ୍ରେସ ମାଡି ଯାଇଛି। ଖବର ଅନୁଯାୟୀ ପୁଷ୍ପକ ଏକ୍ସପ୍ରେସରେ ନିଆଁ ଲାଗିଥିବା ଗୁଜବ ବ୍ୟାପିଥିଲା, ଯାହା ଯାତ୍ରୀମାନଙ୍କ ମଧ୍ୟରେ...
ଶେଷରେ ରାଜି ହେଲେ ଏକନାଥ ଶିନ୍ଦେ, ଉପମୁଖ୍ୟମନ୍ତ୍ରୀ ଭାବେ ନେବେ ଶପଥ
ମୁମ୍ବାଇ,୪।୧୨: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ କିଏ ହେବେ ଏହାର ସସପେନ୍ସ ଶେଷ ହେବା ପରେ ଉପମୁଖ୍ୟମନ୍ତ୍ରୀ ପଦବୀ ଉପରେ ଥିବା ସନ୍ଦେହ ମଧ୍ୟ ଶେଷ ହୋଇଛି। ସୂଚନାନୁସାରେ, ଏକନାଥ ଶିନ୍ଦେ ଶେଷରେ ରାଜି ହୋଇଛନ୍ତି। ସେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ...
ସରିଲା ଭୋଟ୍, ଆସିଲା ମହାରାଷ୍ଟ୍ର-ଝାଡ଼ଖଣ୍ଡର ଏକ୍ଜିଟ୍ ପୋଲ୍ ରିପୋର୍ଟ, ସରକାର ଗଢ଼ିବ…
ମୁମ୍ବାଇ/ରାଞ୍ଚି,୨୦ା୧୧: ଇତିମଧ୍ୟରେ ବୁଧବାର ମହାରାଷ୍ଟ୍ର ଓ ଝାଡ଼ଖଣ୍ଡର ସମସ୍ତ ବିଧାନସଭା ଆସନ ପାଇଁ ମତଦାନ ଶେଷ ହୋଇଛି। ମତଦାନ ଶେଷ ହେବା ମାତ୍ରେ ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକ୍ଜିଟ୍ ପୋଲ୍ ରିପୋର୍ଟ ମଧ୍ୟ ସାମ୍ନାକୁ ଆସିଛି। ତେବେ ଜାଣନ୍ତୁ...
‘ମହା ବିକାଶ ଅଘାଡ଼ି’ ଗାଡିର ଡ୍ରାଇଭର ସିଟ୍ ପାଇଁ ଝଗଡ଼ା: ମହାରାଷ୍ଟ୍ରରେ ବିରୋଧୀଙ୍କୁ ମୋଦିଙ୍କ କଟାକ୍ଷ
ମୁମ୍ବାଇ, ୮।୧୧: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନକୁ ଆଉ ଗୋଟିଏ ମାସରୁ କମ୍ ସମୟ ଥିବା ବେଳେ ସରକାରୀ ଓ ବିରୋଧୀ ଜୋରଦାର ପ୍ରଚାର କରୁଛନ୍ତି। ଉଭୟଙ୍କ ପକ୍ଷରୁ ବୟାନବାଜି ଜାରି ରହିଛି। ଏହାରି ମଧ୍ୟରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...
ସରକାରୀ କର୍ମଚାରୀଙ୍କ ପାଇଁ ବୋନସ୍ ଘୋଷଣା କଲେ ରାଜ୍ୟ ସରକାର
ନୂଆଦିଲ୍ଲୀ,୧୫।୧୦: ନିକଟରେ ଦୁର୍ଗାପୂଜା ସରିଥିବା ବେଳେ ଆଉ ଦୁଇଟି ସପ୍ତାହ ପରେ ଦୀପାବଳି ପର୍ବ ପାଳନ ହେବ। ଏହାରି ମଧ୍ୟରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ରାଜ୍ୟ କର୍ମଚାରୀଙ୍କ ପାଇଁ ବୋନସ ଘୋଷଣା କରିଛନ୍ତି। ରାଜ୍ୟରେ ନଭେମ୍ବର ୨୦ ତାରିଖରେ...
ଜବତ ହେଲା ଆଇଏଏସ୍ ଅଧିକାରୀଙ୍କ ଅଡି କାର
ମୁମ଼୍ବାଇ, ୧୪।୭: ଗତ କିଛିଦିନ ଧରି ବିବାଦରେ ରହିଥିବା ଟ୍ରେନିଂ ଆଇଏଏସ୍ ଅଧିକାରୀ ପୂଜା ଖେଡକାରଙ୍କ ପୁଣି ଅଡ଼ୁଆ ବଢ଼ିଛି । ପୁନେ ଟ୍ରାଫିକ୍ ପୋଲିସ ବାରମ଼୍ବାର ଟ୍ରାଫିକ୍ ନିୟମ ଭାଙ୍ଗିଥିବା ଅଭିଯୋଗରେ ପୂଜାଙ୍କର ବିଳାଶପୂର୍ଣ୍ଣ ଅଡି କାରକୁ ଜବତ...
ପୁଣି ଆଉ ଗୋଟିଏ ହିଟ୍ ଆଣ୍ଡ୍ ରନ୍ ମାମଲା, ଦୁଇ ଯୁବକଙ୍କ ମୃତ୍ୟୁ
ମୁମ଼୍ବାଇ, ୧୩।୦୭: ମହାରାଷ୍ଟ୍ରରେ ପୁଣି ଆଉ ଏକ ହିଟ୍ ଆଣ୍ଡ୍ ରନ୍ ମାମଲା ସାମ୍ନାକୁ ଆସିଛି । ସମ୍ଭାଜୀ ନଗର-ଜାଲନା ହାଇୱେ ଉପରେ ଶୁକ୍ରବାର ଦ୍ରୁତଗତିରେ ଆସୁଥିବା ଏକ ୪ ଚକିଆ ଯାନ ବାଇକ୍କୁ ଧକ୍କା ଦେବାରୁ ଏଥିରେ ଯାଉଥିବା...
ବିଧାନ ପରିଷଦର ୧୧ ସିଟ୍ରୁ ଭାଜପା ମେଣ୍ଟର ୯ ବିଜୟ
ମୁମ଼୍ବାଇ, ୧୨।୦୭: ଭାରତୀୟ ଜନତା ପାର୍ଟିର ମେଣ୍ଟ ମହାରାଷ୍ଟ୍ରରେ ହୋଇଥିବା ବିଧାନ ପରିଷଦ ନିର୍ବାଚନର ୧୧ ଆସନରୁ ୯ଟିରେ ବିଜୟ ହାସଲ କରିଛି । ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଶିବ ସେନା, ଏନ୍ସିପିର ଉପ-ମୁଖ୍ୟମନ୍ତ୍ରୀ ଅଜିତ୍ ପାୱାର ଏବଂ ଭାଜପା...
ଗିରଫ ହେଲା କୋଟିପତି ଚୋର, ନାଁ ବଦଳାଇ କରିଥିଲା ବିବାହ
ମୁମ଼୍ବାଇ, ୬।୭: ବହୁଦିନ ଧରି ଚୋରି କରି ମୁମ଼୍ବାଇରେ ଅଏସ୍ କରୁଥିବା ଜଣେ କୋଟିପତି ଚୋରକୁ ଗିରଫ କରିଛି ଗୁଜୁରାଟ ପୋଲିସ । ଏହି ଚୋର ନାଁରେ ୧୯ଟି ଡକାୟତି ମାମଲା ରହିଛି । ବିଭିନ୍ନ ରାଜ୍ୟକୁ ଯାଇ ଚୋରି...
କଲେଜ୍କୁ ଜିନ୍ସ ପ୍ୟାଣ୍ଟ-ସାର୍ଟ ପିନ୍ଧି ଯାଇପାରିବେନି ଛାତ୍ରୀଛାତ୍ର
ମୁମ଼୍ବାଇ,୨।୭: କଲେଜ ପରିସରକୁ ଜିନ୍ସ ପିନ୍ଧି ଯାଇପାରିବେନି ଛାତ୍ରୀଛାତ୍ର । ଅର୍ଥାତ କଲେଜ ପରିସରରେ ଜିନ୍ସ ମନା । ଏପରି ଏକ ନୋଟିସ୍ ଜାରି କରି ଏବେ ଅଡ଼ୁଆରେ ପଡ଼ିଛନ୍ତିି ଏକ କଲେଜ୍ କର୍ତ୍ତୃପକ୍ଷ । ମହାରାଷ୍ଟ୍ରର ଚେମ଼୍ବୁରରେ ଥିବା...
Archives


