ବଡ଼ ନିଷ୍ପତ୍ତି ନେଲେ ସରକାର: ଆଉ ଦେବାକୁ ପଡ଼ିବନି ଟୋଲ୍ ଫି ମୁମ୍ବାଇ,୧୩।୧୦: ବିଧାନସଭା ନିର୍ବାଚନ ପୂର୍ବରୁ ମହାରାଷ୍ଟ୍ରର ସିନ୍ଦେ କ୍ୟାବିନେଟ୍ ଏକ ବଡ଼ ଘୋଷଣା କରିଛନ୍ତି। ମହାରାଷ୍ଟ୍ର ସରକାର ମୁମ୍ବାଇରେ ପ୍ରବେଶ କରୁଥିବା ସମସ୍ତ ପାଞ୍ଚଟି ଟୋଲ ବୁଥରେ ଲାଇଟ ମୋଟର ଯାନ ପାଇଁ ଟୋଲ ଫି ସମ୍ପୂର୍ଣ୍ଣ ଛାଡ ଘୋଷଣା...