ଭିତରକାଠରେ ପଡ଼ିଲା ବାନ୍ତି: ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ ପୁରୀ,୨୮ା୪: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବଡ଼ ମହାସ୍ନାନ କରାଯାଇଛି। ଭିତରକାଠ ନିକଟରେ କେହି ବାନ୍ତି କରିଦେବାରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହୋଇଛି। ଏନେଇ ସ୍ବତନ୍ତ୍ର ନୀତିକାନ୍ତି କରାଯିବ। ଯେଉଁଥିପାଇଁ ଗୋଟିଏ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଭିତର ବେଢ଼ାରେ...