ପୁରୁଷୋତ୍ତମପୁର,୧୧ା୬(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ସ୍ନାନପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ରଥସାହି ଜଗନ୍ନାଥ ମନ୍ଦିରରେ ସେବାୟତମାନେ ଶ୍ରୀଜଗନ୍ନାଥଙ୍କୁ ରତ୍ନ ସିଂହାସନରୁ…