ମହେନ୍ଦ୍ରଗିରିରେ ବାବାଙ୍କ ଆଶ୍ରମର ଭିତରେ ପଶି ଭାଙ୍ଗରୁଜା, ପାଣି ମଟର ଭାଙ୍ଗିଲେ ଦୃବର୍ତ୍ତ ପାରଳାଖେମୁଣ୍ଡି,୧।୩(ଗିରିଧାରୀ ପରିଛା): ଗଜପତି ଜିଲାର ଐତିହାସିକ ତଥା ଆଧ୍ୟାତ୍ମିକ ଓ ପୌରାଣିକ କ୍ଷେତ୍ର ରାୟଗଡ଼ ବ୍ଲକ ଅଧିନରେ ଥିବା ମହେନ୍ଦ୍ରଗିରି ଏବେ ଅଶାନ୍ତମୟ ହୋଇପଡିଛି । ଶନିବାର ମଧ୍ୟାହ୍ନରେ କିଛି ଦୃବର୍ତ୍ତମାନେ କୁନ୍ତୀ ମନ୍ଦିର ନିକଟରେ ଥିବା ଆଶ୍ରମରେ କବାଟ ଭାଙ୍ଗି…