ପରିଶ୍ରମ ଅନୁଯାୟୀ ମହୁଲ ଫୁଲ ସଂଗ୍ରହକାରୀଙ୍କୁ ମିଳୁନି ମୂଲ, ଜୀବିକାକୁ ଆଦରି ନେଇ… ବରଗଡ଼/ଝାରବନ୍ଧ,୧୩।୪(ପ୍ରେମାନନ୍ଦ ଖମାରୀ/ ଦେବେନ୍ଦ୍ର ସାହୁ): ଲଘୁ ବନଜାତ ଦ୍ରବ୍ୟ ମଧ୍ୟରୁ ମହୁଲ ଫୁଲ ଅନ୍ୟତମ। ଫାଲଗୁନ ମାସ ଆସିବା ମାତ୍ର ଏହି ଫୁଲ ଗଛରେ ଦେଖିବାକୁ ମିଳେ। ମହୁଲ ଫୁଲର ମହକରେ ଗଛର ପାରିପାର୍ଶ୍ୱିକ ଅଞ୍ଚଳ ମହକି ଉଠିଥାଏ। କେବଳ ମହୁମାଛି…