ମହୁଲରୁ ହେବ ମୃଦୁପାନୀୟ, ଏନ୍ଆଇଟି-ଓର୍ମାସ୍ ମଧ୍ୟରେ ଏମ୍ଓୟୁ ରାଉରକେଲା,୩୦।୧(ସଙ୍ଗୀତା ଜେନା): ଜଙ୍ଗଲଜାତ ଦ୍ରବ୍ୟ ମହୁଆ ବା ମହୁଲରୁ ଦେଶୀମଦ ତିଆରି ହେଉଥିଲା। ହେଲେ ଦିନକୁ ଦିନ ଜ୍ଞାନକୌଶଳ ବିକଶିତ ହେବା ପରେ ଏହି ଜଙ୍ଗଲଜାତ ଦ୍ରବ୍ୟରୁ ମୃଦୁପାନୀୟ ପ୍ରସ୍ତୁତ କରାଯିବ। ଏଥିପାଇଁ ଅତିଶୀଘ୍ର କୁଆଁରମୁଣ୍ଡାଠାରେ ମହୁଲ ପ୍ରକ୍ରିୟାକରଣ ପ୍ଲାଣ୍ଟ ପ୍ରତିଷ୍ଠା…