ସ୍ତ୍ରୀଙ୍କୁ ଦେଉ ନ ଥିଲେ ଭରଣପୋଷଣ: କୋର୍ଟ ୱାରେଣ୍ଟ ବଳରେ ସ୍ୱାମୀଙ୍କୁ ବାନ୍ଧିଲା ପୋଲିସ ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନ ଦେବା ସ୍ୱାମୀଙ୍କୁ ପଡ଼ିଲା ମହଙ୍ଗା। କୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରିବା ଅଭିଯୋଗରେ ଶେଷରେ ପୋଲିସ ହାତରେ ବନ୍ଧା ହୋଇଛନ୍ତି ସ୍ୱାମୀ। ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର…