ସୀମାନ୍ତରେ ଗୁଳିବିନିମୟ: ୩୦ରୁ ଅଧିକ ମାଓବାଦୀ ନିହତ
ମାଲକାନଗିରି,୨୧ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲାର ଅବୁଝମାଡ଼ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ବଡ଼ଧରଣର ଗୁଳିବିନିମୟ ହୋଇଛି। ବିଶେଷ ସୂତ୍ରରୁ ଖବର ପାଇ ସୁରକ୍ଷାକର୍ମୀ ଚଢ଼ାଉ କରିଛନ୍ତି। ଯବାନଙ୍କ ଏନକାଉଣ୍ଟରରେ ୩୦ରୁ ଅଧିକ ମାଓବାଦୀ ନିହତ...
ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଟଳିଲେ ୨ ହାର୍ଡକୋର ମାଓବାଦୀ
ମାଲକାନଗିରି,୧୨ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ପୋଲିସକୁ ବଡ଼ ସଫଳତା ମିଳିଛି। ଦାନ୍ତଓ୍ବୋଡା ଏବଂ ବିଜାପୁର ସୀମାନ୍ତ ଇନ୍ଦ୍ରାବତୀ ଜଙ୍ଗଲରେ ପୋଲିସର ଏନକାଉଣ୍ଟରରେ ଦୁଇ ହାର୍ଡକୋର ମାଓବାଦୀ ନିହତ। ଏବେବି ଗୁଳିବିନିମୟ ଜାରି ରହିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଅଧିକ...
ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରେ ୧୬ ମାଓବାଦୀ ନିହତ
ମାଲକାନଗିରି,୨୯ା୩(ଦୁର୍ଯ୍ୟୋଧନ ପାତ୍ର): ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ବର୍ତ୍ତମାନ ସୁଦ୍ଧା ୧୬ଜଣ ମାଓବାଦୀଙ୍କ ମୃତଦେହ ଠାବ କରାଯାଇଛି। ତଥ୍ୟ ଅନୁଯାୟୀ, ସୁକୁମା ଜିଲା କେରାଲପାଲ ଥାନା ଅଞ୍ଚଳ ଜଙ୍ଗଲରେ...
ଜଙ୍ଗଲରେ ମାଓବାଦୀଙ୍କ ବଡ଼ ବେସ୍ କ୍ୟାମ୍ପ ଠାବ, ଗୁଳି ଚଳାଇଲା ପୋଲିସ
ମାଲକାନଗିରି,୨୦ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ଗଙ୍ଗଲୁର ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଜୋରଦାର ଗୁଳିବିନିମୟ। ପୋଲିସ ଏନ୍କାଉଣ୍ଟରରେ କିଛି ମାଓବାଦୀ ନିହତ ହୋଇଥିବା ସୂଚନା ଦେଇଛନ୍ତି ବିଜାପୁର ଏସ୍ପି। ମାଓବାଦୀଙ୍କ ବଡ଼ ଧରଣର ବେସ୍ କ୍ୟାମ୍ପ...
୬୪ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି,୧୬ା୩(ଦୁର୍ଯ୍ୟୋଧନ ପାତ୍ର): ତେଲଙ୍ଗାନା ଭଦ୍ରାଦ୍ରି କତାଗୁଡେମ ଜିଲା ପୋଲିସ ନିକଟରେ ଛତିଶଗଡ ବିଜାପୁର ଓ ସୁକ୍ମାର ୬୪ ମାଓବାଦୀ ରବିବାର ଆତ୍ମସମର୍ପଣ କରିଛନ୍ତି। ସୁକ୍ମା ଓ ବିଜାପୁରରେ ଏହି ମାଓବାଦୀମାନେ ଦଳ ସଭ୍ୟଭାବେ କାର୍ଯ୍ୟକରି ଆସୁଥିଲେ। ଏମାନଙ୍କ ମଧ୍ୟରୁ ୧୬...
ସୁରକ୍ଷାକର୍ମୀ-ମାଓବାଦୀ ସଂଘର୍ଷ: ଟଳିଲେ ୩୧ ମାଓବାଦୀ
ମାଲକାନଗିରି,୯ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ରବିବାର ଏନ୍କାଉଣ୍ଟର ହୋଇଛି। ଜିଲାର ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହେବାରୁ ପୋଲିସ ଏନକାଉଣ୍ଟରରେ ୩୧ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଏବେ...
ସୁରକ୍ଷାକର୍ମୀ-ମାଓବାଦୀ ଘମାଘୋଟ ଲଢ଼େଇ: ୧୨ ମାଓବାଦୀ ନିହତ
ମାଲକାନଗିରି,୯ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ରବିବାର ଏନ୍କାଉଣ୍ଟର ହୋଇଛି। ଜିଲାର ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହେବାରୁ ପୋଲିସ ଏନକାଉଣ୍ଟରରେ ୧୨ରୁ ଅଧିକ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି।...
୩ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ୩ ମାଓବାଦୀଙ୍କ ସହ ୩୨ ଜଣଙ୍କ ଆତ୍ମସମର୍ପଣ, ବନ୍ଧୁକ ଛାଡ଼ି କହିଲେ…
ମାଲକାନଗିରି,୩୦ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେଓ୍ବାଡା ଜିଲାରେ ୩ ଲକ୍ଷ ଟଙ୍କାର ପୁରସ୍କାର ଘୋଷିତ ୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ବର୍ତ୍ତମାନ ଛତିଶଗଡ଼ ପୋଲିସ ଦ୍ୱାରା ଚାଲିଥିବା ଘରକୁ ଫେରିଆସ ଅଭିଯାନରେ ଅନୁପ୍ରାଣୀତ ହୋଇ ଏହି ତିନି...
ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ଏକାବେଳକେ ଟଳିପଡ଼ିଲେ ୭ ମାଓବାଦୀ
ମାଲକାନଗିରି,୧ା୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ତେଲେଙ୍ଗାନା ରାଜ୍ୟ ମୁଲୁଗୁ ଜିଲା ଚାଲାପାକା ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୭ ମାଓବାଦୀ ମୃତ୍ୟୁବରଣ କରିଛନ୍ତି। ତଥ୍ୟ ଅନୁଯାୟୀ, ତେଲେଙ୍ଗାନା ରାଜ୍ୟ ମୁଲୁଗୁ ଜିଲାର ଚାଲାପାକା...
ଅପରେଶନବେଳେ ଜଙ୍ଗଲରୁ ୩ ମିଲିସିଆଙ୍କୁ ଗିରଫ କଲେ ସୁରକ୍ଷାବାହିନୀ
ମାଲକାନଗିରି,୧୩ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ର ବିଜାପୁର ନେମେଡ ଅଞ୍ଚଳରୁ ୩ ମିଲିସିଆଙ୍କୁ ପୋଲିସ ବୁଧବାର ଗିରଫ କରିଛି। ସେମାନେ ହେଲେ ସୋନୁ ଓୟମ, ସନୁ ଲେକାମ ଓ ମାଣ୍ଡୋ ଓରଫ ମାଣ୍ଡୁ ହପିଆ। ସୂଚନା ଅନୁଯାୟୀ, ବିଜାପୁର ଜିଲାରେ ମାଓବାଦୀ ବିରୋଧୀ...
ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ଲାଲ୍ବାହିନୀରେ ରହି କରୁଥିଲେ…
ଭବାନୀପାଟଣା,୨୩।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସ ନିକଟରେ ଜଣେ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ ଦେବୀ ସୋରୀ ଓରଫ ଗୀତା ହୋଇଥିବାବେଳେ ସେ ଛତିଶଗଡ଼ ରାଜ୍ୟ ସୁକ୍ମା ଅଞ୍ଚଳର ବୋଲି ଜଣାପଡ଼ିଛି। ଏ ନେଇ ବୁଧବାର ଅପରାହ୍ନରେ...
୧ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀଙ୍କ ସମେତ ୪ ଜଣଙ୍କ ଆତ୍ମସମର୍ପଣ
ମାଲକାନଗିରି,୯ା୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଜଗଦଲପୁରରେ ୧ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀଙ୍କ ସମେତ ୪ ଜଣ ବୁଧବାର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏମାନେ ହେଲେ ଛୋଟା ପାଣ୍ଡୁ କାୱାସୀ, ମାନକୁ ରାମ କଶ୍ୟପ, କରିଆ ପୋୟାମ ଏବଂ ଫୁଲମତି...
Archives
